ଆଉ ୧୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ମୟୂରଭଞ୍ଜରୁ ୪
ଭୁବନେଶ୍ବର() ରାଜ୍ୟରେ ଆଉ ୧୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୟୂରଭଞ୍ଜ ଜିଲ୍ଲାରୁ ସର୍ବାଧିକ ୪ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବାବେଳେ କଳାହାଣ୍ଡି ଓ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଲେଖାଏଁ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ନୂଆପଡାରୁ ୨ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ…
