ଭୁବନେଶ୍ୱରରୁ ଆଜି ୬୮ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର() ଆଜି ଭୁବନେଶ୍ୱରରୁ ମାତ୍ର ୬୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୪ ସ୍ଥାନୀୟ ଅଞ୍ଚଳରୁ ୫୪ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୧୧୫ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୨୯ ହଜାର ୫୨୨ କୁ…
