୧୯୧ଟି ପାନୀୟ ଜଳ ପ୍ରକଳ୍ପ ନିର୍ମାଣାଧୀନ:ମନ୍ତ୍ରୀ
ରାଜ୍ୟରେ ଏବେ ୧୯୧ଟି ପାନୀୟ ଜଳ ପ୍ରକଳ୍ପ ନିର୍ମାଣାଧୀନ ରହିଛି । ମଙ୍ଗଳବାର ବିଧାନସଭାରେ ବିଧାୟକ ସୌଭିକ ବିଶ୍ୱାଳଙ୍କ ପ୍ରଶ୍ନର ଉତ୍ତର ରଖି ଏହି ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ ।
ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ ମାତ୍ର ୧୬ଟି ପାନୀୟ ଜଳ ପ୍ରକଳ୍ପ ସମ୍ପୂର୍ଣ୍ଣ ହୋଇଛି!-->!-->!-->…
