ଜାନୁଆରୀ ସୁଦ୍ଧା ଭାରତକୁ ମିଳିବ ଟିକା
ନୂଆଦିଲ୍ଲୀ() ଆସନ୍ତା ବର୍ଷ ଜାନୁଆରୀ ସୁଦ୍ଧା ବ୍ୟବହାର ଉପଯୋଗୀ ଟିକା ମିଳିଯିବ ବୋଲି ଭାରତରେ ଥିବା ବିଶ୍ୱର ସର୍ବବୃହତ ଟିକା ଉତ୍ପାଦନକାରୀ କମ୍ପାନି ସେରମ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆର ମୁଖ୍ୟ ଆଦର ପୁନୱାଲା କହିଛନ୍ତି । ସେରମ୍ ଇନଷ୍ଟିଚ୍ୟୁଟ୍ରେ ବ୍ରିଟେନସ୍ଥିତ ଅକ୍ସଫୋର୍ଡ…
