Odia News Portal

୧୪ ବର୍ଷ ବୟସରେ ଆମିର ଖାନଙ୍କ ଝିଅ ହୋଇଥିଲେ ଯୌନ ନିର୍ଯାତନାର ଶିକାର

ନୂଆଦିଲ୍ଲୀ() ବଲିଉଡ ଅଭିନେତା ଆମିର ଖାନଙ୍କ ଝିଅ ଇରା ଖାନ ନିକଟରେ ‘ୱାର୍ଲଡ ମେଣ୍ଟାଲ ହେଲ୍ଥ ଡେ’ ରେ ଏକ ଭିଡିଓ ସେୟାର କରିଥିଲେ ଯେଉଁଥିରେ ସେ ଡିପ୍ରେସନର ଶିକାର ଥିବା କହିଥିଲେ । ଏହାକୁ ନେଇ ସୋସିଆଲ ମିଡିଆରେ ଖୁବ ଚର୍ଚ୍ଚା ମଧ୍ୟ ହୋଇଥିଲା । ତେବେ ପୁଣି ଥରେ ଇରା ନିଜ ଇନଷ୍ଟାଗ୍ରାମ…

ପୀଡ଼ିତାଙ୍କ ପରିବାରକୁ ସୁରକ୍ଷା ଦେବେ ୮୦ ଯବାନ

ହାଥରସ()  ଉତ୍ତରପ୍ରଦେଶ ହାଥରସରେ ଘଟିଥିବା କଥିତ ଗଣ ବଳାକ୍ରାର ଏବଂହତ୍ୟା ମାମଲାରେ ପୀଡ଼ିତାଙ୍କ ପରିବାରର ସୁରକ୍ଷା ବଢ଼ାଯାଇଛି । ସୁପି୍ରମକୋର୍ଟଙ୍କ ନିଦେ୍ର୍ଧଶକ୍ରମେ ପୀଡ଼ିତାଙ୍କ ପରିବାର ଲୋକଙ୍କ ସୁରକ୍ଷା ପାଇଁ ୮୦ ଜଣ ସିଆରପିଏଫ ଯବାନ ମୁତୟନ ହୋଇଛନ୍ତି । ଯବାନମାନଙ୍କ ରହଣି ପାଇଁ…

ଦିନ ୧ଟା ସୁଦ୍ଧା ବାଲେଶ୍ୱରରେ ୪୧,୩୬%, ତିର୍ତ୍ତୋଲରେ ୩୯.୬୮%

ଭୁବନେଶ୍ୱର()  ଉଭୟ ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ଲାଗି ଭୋଟଗ୍ରହଣ ଜାରିରହିଛି । ସକାଳ ୭ ଟାରୁ ଭୋଟ ଆରମ୍ଭ ହୋଇଥିବାବେଳେ ସନ୍ଧ୍ୟା ୬ଟା ପର୍ୟ୍ୟନ୍ତ ମତଦାନ ଚାଲିବ । ତେବେ ମତଦାନ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି ଯେ, ଦିନ ୧ଟା ସୁଦ୍ଧା ବାଲେଶ୍ୱରରେ ୪୧.୩୬.୬% ମତଦାନ…

୬୫ ଘଣ୍ଟା ପରେ ୩ ବର୍ଷର ବାଳିକା ଉଦ୍ଧାର

ଇସ୍ତାନବୁଲ()  କଥାରେ ଅଛି ଯାହକୁ ରଖିବେ ଅନନ୍ତ କି କରିପାରେ ବଳବନ୍ତ । ଏପରି ଏକ ବିସ୍ମୟକାରୀ ଘଟଣା ତୁର୍କୀରେ ଦେଖିବାକୁ ମିଳିଛି । ତୁର୍କୀରେ ଘଟିଥିବା ଭୟଙ୍କର ଭୂକମ୍ପ ଏବଂ ସୁନାମି କାରଣରୁ ପ୍ରାୟ ୯୩ ଲୋକଙ୍କର ମୃତ୍ୟୁ ଘଟିଛି । ତେବେ ଦୀର୍ଘ ୬୫ ଘଣ୍ଟା କାଳ ମାଟି ତଳେ ରହିମଧ୍ୟ…

ଭୋଟ ବ୍ୟବଧାନକୁ ନେଇ ଅଙ୍କକଷା ଆରମ୍ଭ

ଭୁବନେଶ୍ୱର()   ବାଲେଶ୍ୱର ଓ ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନପାଇଁ ଆଜି ଭୋଟଗ୍ରହଣ ହେଉଥିବାବେଳେ ଭୋଟ ବ୍ୟବଧାନକୁ ନେଇ ନେତାଙ୍କ ରକ୍ତଚାପ ବଢିବାରେ ଲାଗିଛନ୍ତି । ଅତି କମ୍‍ରେ ଆଉ ୭ଦିନ ପର୍ଯ୍ୟନ୍ତ ଏଭଳି ଅବସ୍ଥା ଲାଗି ରହିବ । କାରଣ ଏହି ଭୋଟ ବ୍ୟବଧାନ ଉପରେ ଅନେକନେତାଙ୍କ ଭାଗ୍ୟ ଓ…

କରୋନାରେ ଆଉ ୧୨ ଜଣଙ୍କର ମୃତ୍ୟୁ, ଭୁବନେଶ୍ୱରରୁ ସର୍ବାଧିକ

ଭୁବନେଶ୍ବର() ଆଜି ୧୨୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୩୫୨ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଭୁବନେଶ୍ୱର ଓ…

ଆଜି ୧୨୦୧ କରୋନା ପଜିଟିଭ୍, ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୯୪ ହଜାର ପାର

ଭୁବନେଶ୍ବର() ୨୪ ଘଣ୍ଟା ମଧ୍ୟରେ ୧୨୦୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୯୪୪୧୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ…

୯ଟା ସୁଦ୍ଧା ବାଲେଶ୍ୱର ସଦରରେ ୧୨.୧୧, ତିର୍ତ୍ତୋଲରେ ୭.୫୮ ପ୍ରତିଶତ ଭୋ

ଭୁବନେଶ୍ୱର() ବାଲେଶ୍ୱର ଓ ତିର୍ତ୍ତୋଲରେ ଉପ-ନିର୍ବାଚନ ପାଇଁ ଆଜି ମତଦାନ ଜାରି ରହିଛି । କୋଭିଡ଼ କଟକଣା ଭିତରେ ନିର୍ବାଚନ ଚାଲିଛି । ତେବେ ସକାଳ ୯ଟା ସୁଦ୍ଧା ବାଲେଶ୍ୱରରେ ୧୨.୧୧ ପ୍ରତିଶତ ହୋଇଥିବା ବେଳେ ତିର୍ତ୍ତୋଲରେ ୭.୫୮ ପ୍ରତିଶତ ଭୋଟିଂ ହୋଇଛି । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ…

ସ୍ପୋର୍ଟସ କମ୍ପେ୍ଲକ୍ସ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର()  ସ୍ପୋର୍ଟସ କମ୍ପେ୍ଲକ୍ସ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଳିଙ୍ଗ ଷ୍ଟାଡିୟମ ସ୍ପୋର୍ଟସ କମ୍ପେ୍ଲକ୍ସ ଉଦଘାଟିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲା ଛତ୍ରପୁର ଓ ହିଞ୍ଜିଳିକାଟୁରେ ଇଣ୍ଡୋର ଷ୍ଟାଡିୟମ ଉଦଘାଟିତ ହୋଇଛି । ଛତ୍ରପୁରରେ ନିର୍ମିତ ଇଣ୍ଡୋର ଷ୍ଟାଡିୟମରେ…

ଆସନ୍ତାକାଲି ସକାଳ ୭ରୁ ଭୋଟିଂ ଆରମ୍ଭ

ଭୁବନେଶ୍ୱର() ଆସନ୍ତାକାଲି ବାଲେଶ୍ୱର ସଦର ଓ ତିର୍ତ୍ତୋଲରେ ହେବ ଉପନିର୍ବାଚନ । ଉପନିର୍ବାଚନର ପ୍ରସ୍ତୁତି ନେଇ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶିଲ କୁମାର ଲୋହାନୀ । ସେ କହିଛନ୍ତି ଯେ, ‘ ଭୋଟରଙ୍କ ସୁବିଧା ପାଇଁ ବୁଥ୍ ସଂଖ୍ୟା…