Odia News Portal

ତିନିଟି ଅକ୍ଷର ମିଶାଇ ହୋଇଛି ଓଁ

ଭୁବନେଶ୍ୱର () ଓଁ ଶବ୍ଦରେ ସାରା ବିଶ୍ୱ ବ୍ରହ୍ମାଣ୍ଡ ଲୁଚି ରହିଛି । ଓଁ ଧ୍ୱନି ସାରା ବିଶ୍ୱରେ ଗୁଞ୍ଜରଣ ହୋଇଥାଏ । ସେଥିପାଇଁ ଓଁ ଉଚ୍ଚାରଣ ଦ୍ୱାରା ସକାରାତ୍ମକ ଉର୍ଜା ସଞ୍ଚାର ହୋଇଥାଏ । ଏହି ଧ୍ୱନି ମନୁଷ୍ୟର ଶ୍ରବଣ କ୍ଷମତା ଠାରୁ ବହୁ ଉର୍ଦ୍ଧ୍ବରେ । କିନ୍ତୁ ଯେଉଁମାନେ ସାଧନା କରିବାକୁ…

ଆଉ ୧୧ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର()   ରାଜ୍ୟରେ ଆଉ ୧୧ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ କଟକରୁ ୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଅନୁଗୁଳ, ଗଞ୍ଜାମ, ଝାରସୁଗୁଡା, କନ୍ଧମାଳ, ନୂଆପଡା, ରାୟଗଡାରୁ ଜଣେ ଲେଖାଏଁ…

ଆଜି ୧୫୪୭ ପଜିଟିଭ୍‌ , ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ବର()  ରାଜ୍ୟରେ ଆଜି ୧୫୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୮୯୧ ଜଣ ଚିହ୍ନଟ ହୋଇଥିବାବେଳେ ୬୫୬ଟି ଲୋକାଲ କେସ୍‌ ରହିଛି। ନୂତନ…

ସାରା ଦେଶରେ ଗୋଟିଏ ନମ୍ବର

ଭୁବନେଶ୍ୱର()  ସାରା ଭାରତରେ ଇଣ୍ଡିଆନ ଅଏଲର ଇଣ୍ଡେନ ଗ୍ୟାସ ବୁକିଂ ଗୋଟିଏ ମୋବାଇଲ ନମ୍ବରରେ ହେବ । ସେହି ନମ୍ବରଟି ହେଉଛି ୭୭୧୮୯୫୫୫୫୫ । ଆସନ୍ତା ୩୧ ତାରିଖ ଅର୍ଦ୍ଧରାତି୍ରରୁ ଉପଭୋକ୍ତାଙ୍କ ପାଇଁ ଏହି ନମ୍ବର ଦିନରାତି ୨୪ ଘଣ୍ଟା ଉପଲବ୍ଧ ହେବ । ଯଦି ଜଣେ ଉପଭୋକ୍ତା ଗୋଟିଏ ଟେଲିକମ…

ତିର୍ତ୍ତୋଲରେ ବିଜୟ ମହାପାତ୍ରଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ଭୁବନେଶ୍ୱର() କଂଗ୍ରେସୁ ଆମଦାନୀ ହୋଇଥିବା ପ୍ରାର୍ଥୀଙ୍କୁ ନେଇ ତିର୍ତ୍ତୋଲବିଜେପି କର୍ମୀମାନେ ଟେନ୍‍ସନ୍‍ରେ ଥିବାବେଳେ ଏବେ ଦଳର ବରିଷ୍ଠ ନେତା ବିଜୟ ମହାପାତ୍ରଙ୍କ ନିରବତାକୁ ନେଇ ସେମାନେ ଅଧିକ ଚିନ୍ତାରେ ପଡିଛନ୍ତି । ତିର୍ତ୍ତୋଲ ବିଧାନସଭା କ୍ଷେତ୍ରକୁ ଲାଗିଥିବା ପାଟକୁରାର ଏହି ଟାଣୁଆ…

ଏଥର ହେବନି ବିଶ୍ବପ୍ରସିଦ୍ଧ ବାଲିଯାତ୍ରା

କଟକ()  କରୋନା ମହାମାରୀକୁ ଦୃଷ୍ଟିରେ ରଖି ଚଳିତ ବର୍ଷ କଟକ ବାଲିଯାତ୍ରା ଉପରେ କଟକଣା ଲାଗିଛି । ସହରରେ କୋଭିଡ୍‌ ସ୍ଥିତି ପାଇଁ ଜିଲ୍ଲା ପ୍ରଶାସନର ନିଷ୍ପତ୍ତି । ଏନେଇ ସୂଚନା ଦେଇଛନ୍ତି କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନି । ସେହିପରି ସାମୂହିକ ଭାବେ ବୋଇତ ବନ୍ଦାଣ ଉତ୍ସବ ପାଳନକୁ…

ସମରେ ପ୍ଲାଷ୍ଟିକ୍ସର୍ଜରୀ ଦ୍ୱାରା ଯୋଡା ହେଲା ୯ ବର୍ଷ ବାଳକର କଟା ଅଙ୍ଗୁଳି

ଭୁବନେଶ୍ୱର() ଯୋଡି ହେଲା ୯ ବର୍ଷର ବାଳକର କଟି ଯାଇଥିବା ଅଙ୍ଗୁଳି । ସମ୍ ହସ୍ପିଟାଲ୍ ଡାକ୍ତରଙ୍କର ସଫଳ ଅସ୍ତେ୍ରାପଚାର ଯୋଗୁଁ ନିଜ ଅଙ୍ଗୁଳିଟିକୁ ଫେରିପାଇଲା ବାଙ୍କି ଡମ୍ପଡା ଅଂଚଳର ରାମଚନ୍ଦ୍ର ବେହେରାଙ୍କ ୯ ବର୍ଷର ପୁଅ ରିତିସ ରଞ୍ଜନ ବେହେରା । ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି…

ଦଳୀୟ ପ୍ରାର୍ଥୀଙ୍କ ପାଇଁ ସାଇକେଲରେ ବୁଲିଲେ ଏଲିନା

ବାଲେଶ୍ବର ଗଳିରେ ସାଇକେଲରେ ବୁଲି ପ୍ରଚାର କରୁଛନ୍ତି ବିଜୁ ଯୁବ ଜନତା ଦଳ ମହାସଚିବ ଏଲିନା । ଆସନ୍ତା ୩ ତାରିଖରେ ଭୋଟ ଗ୍ରହଣ ଥିବା ବେଳେ ପ୍ରଚାର ମଇଦାନକୁ ବହୁ ବଡ଼ ବଡ଼ ନେତା ଓ ଅଭିନେତା ଓହ୍ଲାଇଛନ୍ତି । ଏମିତି କି ଆଜି ବିଜେଡି ଦଳ ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ…

ବାଲେଶ୍ୱରରେ ବିକାଶ ଦାୟିତ୍ୱ ମୁଁ ନିଜେ ବୁଝିବି

ଭୁବନେଶ୍ୱର()ରାଜ୍ୟରେ ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ ଚଳଚଞ୍ଚଳ ହୋଇପଡିଛି ରାଜନୀତି । ଏହାରି ମଧ୍ୟରେ ଆଜି ବାଲେଶ୍ୱର ସଦର ପାଇଁ ପ୍ରଚାର କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ବାଲେଶ୍ୱରବାସୀଙ୍କ ପାଇଁ ନବୀନ ନିବାସରୁ ଡିଜିଟାଲ ପ୍ରଚାର କରିଛନ୍ତି ବିଜେଡି ସୁପ୍ରିମୋ…

ଭୁବନେଶ୍ୱରରୁ ଆଜି ୯୩ କରୋନା ପଜିଟିଭ

ଭୁବନେଶ୍ବର() ଆଜି ଭୁବନେଶ୍ୱରରୁ ମାତ୍ର ୯୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୨୧ ଓ ସ୍ଥାନୀୟ ଅଞ୍ଚଳରୁ ୭୨ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୨୫୪ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୨୮ ହଜାର ୯୮୫…