ଦୁଇ ଲକ୍ଷ ଲୋକ ସମବେତ ହୋଇ ଦେଖିପାରିବେ ଶିବରାତ୍ରି ମହାଦୀପ
ଭୁବନେଶ୍ୱର() ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଆଜି ଏକାମ୍ରକ୍ଷେତ୍ର ଯୋଜନା ସଂପର୍କରେ ଏକ ବିସ୍ତୃତ ଉପସ୍ଥାପନା କରାଯାଇଥିଲା। ଲିଙ୍ଗରାଜ ମନ୍ଦିର ସନ୍ନିକଟ ୬୬ ଏକ ପରିମିତ ଜମି ଉପରେ ଏହି ଯୋଜନା କାର୍ଯ୍ୟକାରୀ ହେବାକୁ ଯାଉଛି।…
