ଆଜି ୨୪୨୩ ପଜିଟିଭ୍, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ବର() ରାଜ୍ୟରେ ଆଜି ୨ହଜାର ୪୨୩କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୧୪୧୭ଜଣ ଚିହ୍ନଟ ହୋଇଥିବାବେଳେ ୧୦୦୬ଟି ଲୋକାଲ କେସ୍ ରହିଛି ।…
