ବହୁ ଚର୍ଚ୍ଚିତ ଟିକିରି ଶିକ୍ଷୟିତ୍ରୀ ଇତିଶ୍ରୀ ପ୍ରଧାନ ମୃତ୍ୟୁ ମାମଲା, ମୁଖ୍ୟ ଅଭିଯୁକ୍ତ ମୃତ
କୋରାପୁଟ: ବହୁ ଚର୍ଚ୍ଚିତ ଟିକିରି ଶିକ୍ଷୟିତ୍ରୀ ଇତିଶ୍ରୀ ପ୍ରଧାନ ମୃତ୍ୟୁ ମାମଲାରେ ଘଟଣାର ମୁଖ୍ୟ ଅଭିଯୁକ୍ତ ନେତ୍ରାନନ୍ଦ ଦଣ୍ଡସେନା ମୃତ । ଅସୁସ୍ଥତା କାରଣରୁ ଗତକାଲି ତାଙ୍କୁ କୋରାପୁଟସ୍ଥିତ ସହିଦ ଲକ୍ଷ୍ମଣ ନାୟକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଆଜି ସକାଳେ ମେଡ଼ିକାଲରେ ମୃତ୍ୟୁ…
