ଆଜି ମହାମାୟାଙ୍କ ମହାଷ୍ଟମୀ ପୂଜା
ଭୁବନେଶ୍ବର() ଆଜି ମହାମାୟାଙ୍କ ମହାଷ୍ଟମୀ ପୂଜା । ମନ୍ତ୍ରଧ୍ୱନିରେ ପ୍ରକମ୍ପିତ ହେଉଛି ପୂଜା ମଣ୍ଡପ। କରୋନା କଟକଣା ପାଇଁ ଉତ୍ସବ ଫିକା ପଡ଼ିଥିଲେ ବି ରୀତିନୀତି ଅନୁଯାୟୀ ଚାଲିଛି ଦେବୀ ଦଶଭୂଜାଙ୍କ ଆରାଧନା ।
କୋଭିଡ୍ ଗାଇଡ୍ ଲାଇନ୍ ଅନୁଯାୟୀ ବିନା ଭକ୍ତରେ ଚଳିତ ବର୍ଷ ପୂଜାର ଆୟୋଜନ…
