ପାର୍ବଣ ଓ ଶୀତ ଋତୁ ପାଇଁ ସତର୍କ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର() ରାଜ୍ୟବାସୀଙ୍କୁ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ସମ୍ବୋଧନ କରିଛନ୍ତି ପୂଜାରେ ସତର୍କ ରହିବାକୁ ଅପଲ୍ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗତ ସାତ ମାସ ହେଲା ଓଡ଼ିଶା କରୋନା ବିରୋଧରେ ଲଢୁଛି । ଏଥିପାଇଁ ସମସ୍ତଙ୍କୁ ବହୁ କଷ୍ଟ, ତ୍ୟାଗ ସ୍ବୀକାର କରିବାକୁ ପଡିଛି ।…
