ଆଜି ଆଉ ୧୯୦୪ ପଜିଟିଭ , ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୭୨ ହଜାର ପାର
ଭୁବନେଶ୍ୱର() ଆଜି ରାଜ୍ୟରୁ ୧୯୦୪ ଜଣ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୧୫ ଜଣ କ୍ୱାରେଣ୍ଟିନରୁ ଏବଂ ୭୮୯ ଜଣ ସ୍ଥାନୀୟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଖୋର୍ଦ୍ଧାରୁ ସର୍ବାଧିକ ୨୨୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ବ୍ୟତିତ ଅନୁଗୁଳ…
