Odia News Portal

କଂଗ୍ରେସ କ୍ଷମତାକୁ ଆସିଲେ ଲାଗୁ ହେବ ଧାରା ୩୭୦

ନୂଆଦିଲ୍ଲୀ()  ବରିଷ୍ଠ କଂଗ୍ରେସ ନେତା ପି ଚିଦାମ୍ବରମ ପୁଣି ଥରେ ଧାରା ୩୭୦ ସମ୍ପର୍କରେ ମୁହଁ ଖୋଲିଛନ୍ତି । ଧାରା ୩୭୦ ଉଚ୍ଛେଦକୁ ଅଣ ସାମ୍ବିଧାନିକ ବୋଲି କହିବା ସହିତ ଗୁପକାର ରାଜିନାମା ପ୍ରତି ସମର୍ଥନ ଜାହିର କରିଥିଲେ । ଏହା ସହିତ କଂଗ୍ରେସ କ୍ଷମତାକୁ ଆସିଲେ ଜମ୍ମୁ କାଶ୍ମୀରରେ ଧାରା…

ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନରେ ବିଜୁ ଛାତ୍ର ଜନତା ଦଳ ତରଫରୁ ରକ୍ତଦାନ ଶିବିର ସହ ବୃକ୍ଷରୋପଣ କାର୍ଯ୍ୟକ୍ରମ

ଭୁବନେଶ୍ବର()  ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ୭୪ ତମ ଜନ୍ମ ଦିବସ ଉପଲକ୍ଷେ ବିଜୁ ଯୁବ ଜନତା ଦଳ ରାଜ୍ୟ କାର୍ଯ୍ୟାଳୟ ଠାରେ ଏକ ରକ୍ତ ଦାନ ଶିବିର ଅନଷ୍ଠିତ ହୋଇଯାଇଥିଲା। ଏହି ଶିବିରରେ ମୁଖ୍ୟମନ୍ତ୍ରୀ ଙ୍କ ଜନ୍ମ ଦିବସ ଉପଲକ୍ଷେ ୭୪…

ନିଟ୍‌ ଟପ୍ପର ହେଲେ ଓଡ଼ିଶାର ସୋଏବ୍‌

ଭୁବନେଶ୍ବର()  ନାସନାଲ୍ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ) ଦ୍ୱାରା ପରିଚାଳିତ ନ୍ୟାସନାଲ୍ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ (ନିଟ୍) ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି । ଓଡ଼ିଶାର ପ୍ରଥମ ଛାତ୍ର ଭାବେ ସୋଏବ ଅଫତାବ୍‌ ନିଟ୍‌ ଟପ୍ପର ହୋଇଥିବାର ସୂଚନା ରହିଛି। ନିଟ୍‌ରେ ଶତ ପ୍ରତିଶତ ନମ୍ବର…

ଇସ୍ପାତ ନିର୍ମାଣରେ ଆତ୍ମନିର୍ଭର ହେବାପାଇଁ ଶିଳ୍ପସଂସ୍ଥାକୁ କଞ୍ଚାମାଲର ଉପଲବ୍ଧତା ଗୁରୁତ୍ତ୍ୱପୂର୍ଣ : ନବୀନ ଜିନ୍ଦଲ

ଭୁବନେଶ୍ୱର() ଇସ୍ପାତ ନିର୍ମାଣରେ ଆତ୍ମନିର୍ଭର ହେବା ପାଇଁ ପ୍ରମୁଖ କଞ୍ଚାମାଲର ନିରବଚ୍ଛିନ୍ନ ଉପଲବ୍ଧତା ଏବଂ ବ୍ୟବସାୟ ପାଇଁ ଅନୁକୂଳ ପରିବେଶ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ଇଣ୍ଡିଆନ୍ ଚାମ୍ବର ଅଫ୍ କମର୍ସ (ଆଇସିସି) ଦ୍ୱାରା ଅକ୍ଟୋବର ୧୫, ୨୦୨୦ ରେ ଆୟୋଜିତ ଏକ ଇ-ସମ୍ମିଳନୀରେ ଜିନ୍ଦଲ…

ଖିଲାପୀ ଦୋକାନରୁ ସିଲ୍ ଖୋଲିବ ବିଏମସି

ଭୁବନେଶ୍ୱର() ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି, କିନ୍ତୁ ଆଗକୁ ପାର୍ବଣ ଥିବାରୁ ଅଧିକ ସତର୍କ ରହିବାକୁ ପଡିବ । ଏନେଇ ଆଜି ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଦେଇଛନ୍ତି ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ । ଭୁବନେଶ୍ୱରର ସ୍ଥିତି ନେଇ କମିଶନର…

ପଥର ଖାଦାନରେ ବିସ୍ଫୋରଣ : ତିନି ମୃତ

ଗୁଣୁପୁର()  ପଥର ଖାଦାନରେ ବିସ୍ଫୋରଣ ଘଟି ତିନି ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୬ଜଣ ଗୁରୁତର ହୋଇଛନ୍ତି । ଓକିଲଗୁଡାରେ ଥିବା ପଥର ଖାଦାନରେ ବିସ୍ଫୋରଣ ଘଟିଥିବାର ସୂଚନା ରହିଛି । ତିନି ମୃତକଙ୍କ ମଧ୍ୟରେ ୨ ଜଣ ମହିଳା ଶ୍ରମିକ ଥିବାର ସୂଚନା ରହିଛି । ପଥର ଫୁଟାଇବାବେଳେ ବିସ୍ଫୋରଣ…

ଟ୍ୱିନସିଟିକୁ ଦାଦାବଟି ମୁକ୍ତ ସହର କରିବା ଆମର ଲକ୍ଷ୍ୟ

ଭୁବନେଶ୍ୱର() କମିସନରେଟ୍ ପୋଲିସର ନୂଆ କାର୍ଯ୍ୟକ୍ରମ ‘ ଦାଦା ବଟିକୁ ନା’ । ଏନେଇ ଆୟୋଜିତ ଏକ ସାମ୍ବାଦିକ ସମ୍ମଳିନୀରେ ସୂଚନା ଦେଇଛନ୍ତି ପୋଲିସ କମିସନର ସୁଧାଂଶୁ ଷଡଙ୍ଗୀ । ସେ କହିଛନ୍ତି ଯେ, ‘ ଦାଦାବଟିକୁ ଟ୍ୱିନସିଟିରେ କଦାପି ପ୍ରଶୟ ଦିଆଯିବ ନାହିଁ । ଦାଦାବଟି ବିରୋଧରେ ହେଲପ ଲାଇନ…

ବିଜେପିର ୩୦ ଜଣିଆ ଷ୍ଟାର କ୍ୟାମ୍ପେନର ତାଲିକା ପ୍ରକାଶ

ଭୁବନେଶ୍ବର() ଉପନିର୍ବାଚନ ପାଇଁ ବିଜେପି ପକ୍ଷରୁ ମଧ୍ୟ ୩୦ ଜଣିଆ ଷ୍ଟାର କ୍ୟାମ୍ପେନର ତାଲିକା ପ୍ରକାଶ ପାଇଛି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଢ଼ଙ୍ଗୀ, ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ, ସାଂସଦ ଜୁଏଲ ଓରାମ, ସୁରେଶ ପୂଜାରୀ, ଅପରାଜିତା ଷଢ଼ଙ୍ଗୀ, ବସନ୍ତ କୁମାର…

ବିଜେଡି ପକ୍ଷରୁ ଷ୍ଟାର ପ୍ରଚାରକ ତାଲିକା ଘୋଷଣା

ଭୁବନେଶ୍ୱର() ରାଜ୍ୟରେ ଉପ-ନିର୍ବାଚନ ପାଇଁ ବିଜେଡି ପକ୍ଷରୁ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ ପାଇଛି । ୩୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି ବିଜେଡି । ପ୍ରଚାରକ ତାଲିକାରେ ବିଜେଡି ସୁପ୍ରିମୋ ବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ସାମିଲ ଅଛନ୍ତି । ଏହି ତାଲିକାରେ ୨ ମହିଳା…

ମୂର୍ତ୍ତି ଉଚ୍ଚତା ଅନୁଧ୍ୟାନ କରିବେ ଏଜି

ଭୁବନେଶ୍ୱର() ହାଇକୋର୍ଟରେ କଟକ ଦୁର୍ଗାପୂଜା ମୂର୍ତ୍ତି ଉଚ୍ଚତା ବିବାଦ ମାମଲାରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ମୂର୍ତ୍ତି ଉଚ୍ଚତା ଅନୁଧ୍ୟାନ କରି ରିପୋର୍ଟ ଦେବାକୁ ହାଇକୋର୍ଟ ଏଜିଙ୍କୁ ନିଦେ୍ର୍ଧଶ ଦେଇଛନ୍ତି । ସମସ୍ତ ମୂର୍ତ୍ତିର ସୁରକ୍ଷା କାଏମ ରଖିବାକୁ ହାଇକୋର୍ଟ…