Odia News Portal

ଭେଣ୍ଟିଲେଟରରେ ପୂର୍ବତନ ରାଷ୍ଟ୍ରପତି

ନୂଆଦିଲ୍ଲୀ() ଭାରତର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର। ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରେ ଲାଗିଛି। ଏବେ ସେ ଭେଣ୍ଟିଲେଟର  ଅଛନ୍ତି । ପ୍ରଣବ ମୁଖାର୍ଜୀଙ୍କୁ ଆର୍ମୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଗତ କିଛି ଦିନ ତଳେ ତାଙ୍କର ବ୍ରେନ୍…

ସମ୍ବଲପୁରରେ ସଟଡାଉନ ବାତିଲ

ସମ୍ବଲପୁର() ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି । ତେଣୁ ସବୁ ସ୍ଥିତିକୁ ଦୃଷ୍ଟିରେ ରଖି ଚାରିଆଡ଼େ ବିଭିନ୍ନ ପ୍ରକାର ପଦକ୍ଷେପ ନିଆଯାଉଛି । କିନ୍ତୁ ସମ୍ବଲପୁରରେ ଅଗଷ୍ଟ ୧୫ ତାରିଖରେ ସଟଡାଉନ ହେବ ନାହିଁ । ସେହିପରି ନୂଆ ଖାଇ ପାଇଁ ୨୨ ଓ ୨୩…

ଋଷ ଆଣିଲା କରୋନା ଟିକା

ମସ୍କୋ () ବିଶ୍ୱର ପ୍ରଥମ କରୋନା ଟୀକା ନେଇ ଘୋଷଣା କରିଛନ୍ତି ଋଷର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ  । ସେ କହିଛନ୍ତିଯେ, ଋଷ କରୋନା ଟୀକାର ବିକାଶ କରିଥିବାବେଳେ ଟୀକାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି  । ତାଙ୍କର ଜଣେ ଝିଅ କରୋନା ଟୀକା ନେଇସାରିଛି ବୋଲି ସେ କହିଛନ୍ତି  । ପୁଟିନ…

ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କୁ କରୋନା

ଭୁବନେଶ୍ୱର() ରାଜ୍ୟରେ କରୋନା ତାର କାୟା ବିସ୍ତାର କରିବାରେ ଲାଗିଛି । ଏହାରି ମଧ୍ୟରେ ଖଣ୍ଡପଡ଼ା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କୁ କରୋନା ହୋଇଥିବା ସୂଚନା ମିଳିଛି । ଏନେଇ ଟ୍ୱିଟ କରି ନିଜେ ସୌମ୍ୟରଞ୍ଜନ ସୂଚନା ଦେଇଛନ୍ତି । ଏହାସହ ସେ କହିଛନ୍ତି ଯେ ସେ ସୁସ୍ଥ ଅଛନ୍ତି । ସଂସ୍ପର୍ଶରେ…

ବାପାଙ୍କ ସମ୍ପତିରେ ପୁଅ ଓ ଝିଅଙ୍କ ସମାନ ଅଧିକାର

ନୂଆଦିଲ୍ଲୀ() ପୈତୃକ ସମ୍ପତିରୁ ଝିଅର ସନ୍ତାନମାନେ ମଧ୍ୟ ଭାଗ ପାଇପାରିବେ  । ଝିଅ ମୃତ୍ୟୁବରଣ କରିଥିଲେ ବି ତାଙ୍କ ପିଲାମାନେ ସମ୍ପତିରୁ ଭାଗ ପାଇପାରିବେ  । ସୁପ୍ରିମକୋର୍ଟ ଏଭଳି ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି  । ଜଷ୍ଟିସ ଅରୁଣ ମିଶ୍ରଙ୍କ ଅଧ୍ୟକ୍ଷତାରେ ଗଠିତ ତିନିଜଣିଆ ଖଣ୍ଡପୀଠ…

ଦିନକୁ ୧୫ ଲକ୍ଷ ଶ୍ରମ ଦିବସ ସୃଷ୍ଟି କରିବାକୁ ପଡ଼ିବ

ଭୁବନେଶ୍ୱର()  ଏବେ ରାଜ୍ୟରେ ଦିନକୁ ହାରାହାରି ସାଢେ଼ ୮ ଲକ୍ଷ ଲୋକଙ୍କୁ କାମ ଯୋଗାଉଛନ୍ତି ସରକାର । ଏହାକୁ ଆହୁରି ବଢ଼ାଇବାକୁ ହେବ । ଦିନକୁ ୧୫ ଲକ୍ଷ ଶ୍ରମ ଦିବସ ସୃଷ୍ଟି କରିବାକୁ ପଡ଼ିବ । ଏ ମାସ ଶେଷ ସୁଦ୍ଧା ଏହି ଲକ୍ଷ୍ୟ ପୂରଣ କରିବାକୁ ହେବ । ବିଭିନ୍ନ ବିଭାଗ ଓ ଜିଲ୍ଲାପାଳମାନଙ୍କୁ…

ସେପ୍ଟେମ୍ବର ୯ରୁ ୧୫ ଯାଏ OJEE ପରୀକ୍ଷା

ଭୁବନେଶ୍ୱର() ଆସନ୍ତା ମାସରେ ଅନୁÂିତ ହେବ ଓଜେଇଇ ପରୀକ୍ଷା । ସେପ୍ଟେମ୍ବର ୯ରୁ ୧୫ ତାରିଖ ଯାଏ ଅନୁÂିତ ହେବ ଏହି ପରୀକ୍ଷା । ପ୍ରଥମ ଥର ପାଇଁ କମ୍ପ୍ୟୁଟର ବେସ୍ଡ ଟେଷ୍ଟ(ସିବିଟି) ଏହି ପରୀକ୍ଷା ହେବ । ଏନେଇ ବୈଷୟିକ ଶିକ୍ଷା ଓ ତାଲିମ ନିଦେ୍ର୍ଧଶାଳୟ ପକ୍ଷରୁ ୧୬ଟି ଜିଲ୍ଲାର ସରକାରୀ…

ଜନ୍ମାଷ୍ଟମୀରେ ଶ୍ରୀକୃଷ୍ଣଙ୍କ ପାଖରେ ଲାଗି ହୁଏ ୫୬ ପ୍ରକାର ଭୋଗ,ଜାଣନ୍ତୁ କାରଣ

ଭୁବନେଶ୍ୱର() ଜନ୍ମାଷ୍ଟମୀରେ ଶ୍ରୀକୃଷ୍ଣ ଭକ୍ତ ବ୍ରତ ପାଳନ କରନ୍ତି । ଘରେ ବିଭିନ୍ନ ପ୍ରକାର ପ୍ରସାଦ ତିଆରି କରାଯାଇଥାଏ । ସାରା ଦେଶରେ ବହୁତ ଧୂମଧାମରେ ଏହି ପର୍ବ ପାଳନ କରାଯାଇଥାଏ । ଘର ଓ ମନ୍ଦିରକୁ ବହୁତ ସୁନ୍ଦର ଓ ଆକର୍ଷଣୀୟ ଭାବେ ସଜା ଯାଇଥାଏ । ଜନ୍ମାଷ୍ଟମୀରେ ଶ୍ରୀକୃଷ୍ଣଙ୍କୁ ୫୬…

ସ୍ୱାଧୀନତା ଦିବସ ପାଇଁ ଗାଇଡଲାଇନ୍

ଭୁବନେଶ୍ୱର() ସ୍ୱାଧୀନତା ଦିବସ ପାଇଁ ଗାଇଡଲାଇନ୍ ଜାରି କଲେ ରାଜ୍ୟ ସରକାର । ସମସ୍ତ ଜିଲ୍ଲାପାଳ ଓ ଏପସିଙ୍କୁ ଏନେଇ ଚିଠି ଲେଖିଛି ଗୃହ ବିଭାଗ । ଗାଇଡଲାଇନ୍ ଅନୁସାରେ, ସକାଳ ୯ଟାରେ ହେବ ପତାକା ଉତ୍ତୋଳନ । କୌଣସି ପରେଡ କିମ୍ବା ମାର୍ଚପୋଷ୍ଟ ହେବ ନାହିଁ । ଅଳ୍ପସଂଖ୍ୟକ ପୋଲିସ କର୍ମଚାରୀ…

ଆଉ ୧୦ ମୁଣ୍ଡ ନେଲା କରୋନା, ଖୋର୍ଦ୍ଧାରୁ ୩

ଭୁବନେଶ୍ୱର() ଆଜି ରାଜ୍ୟରେ ୧୩୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୯୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଗଞ୍ଜାମ…