Odia News Portal

୯ ମାସରେ ୧୦୫୪ କୁଇଣ୍ଟାଲ ଗଞ୍ଜେଇ ଜବତ

ଭୁବନେଶ୍ୱର() ଗଞ୍ଜେଇ ଓ ବ୍ରାଉନସୁଗାର ବିରୋଧରେ ଅଭିଯାନ ଜାରି ରହିବ । ଚାଲାଣ ରୋକିବାକୁ ଆହୁରି କଡା ଆଭିମୁଖ୍ୟ ଗ୍ରହଣ କରାଯିବ । ଏନେଇ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ପୋଲିସ ଡିଜି ଅଭୟ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ‘୫ଟି ରାଜ୍ୟର ପୋଲିସ ଡିଜିଙ୍କ ସହ ବୈଠକ ବସିଛି ।…

ସୁଜଳ’ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର() ରାଜ୍ୟରେ ‘ସୁଜଳ’ ଯୋଜନାର ଆଜି ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୁରୀ ସହର ଓ ଭୁବନେଶ୍ୱର ସାଲିଆ ସାହିରେ ଡିଙ୍ଗ ଫ୍ରମ୍ ଟ୍ୟାପ୍ ମିଶନର କାର୍ଯ୍ୟକାରୀ ହୋଇଛି । ମୋଟ ୧୨ଟି ସ୍ଥାନରେ ଏହା ଲୋକାର୍ପିତ ହୋଇଛି । ନବୀନ ନିବାସରୁ ଭିଡିଓ କନଫରେନ୍ସିଂ ଜରିଆରେ…

୫୦୦ ଲୋକଙ୍କୁ ସ୍ଥାନାନ୍ତର

ଭୁବନେଶ୍ୱର()  ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତ ରୂପ ନେଇଛି  । ଏହି ଗଭୀର ଅବପାତ ସ୍ଥଳଭାଗ ଅତିକ୍ରମ କରିଛି  । ଉତ୍ତର ଆନ୍ଧ୍ର କାକିନଡ଼ା ନିକଟରେ ଗଭୀର ଅବପାତ ଅତିକ୍ରମ କରିଛି  ।  ସକାଳ ୬ଟା ୩୦ରୁ ୭ଟା ୩୦ ମଧ୍ୟରେ ଏହା ସ୍ଥଳଭାଗ ଛୁଇଁଛି  ।…

ଆଜି ବି ୧୭ ମୁଣ୍ଡ ନେଲା କରୋନା, ମୟୂରଭଞ୍ଜରୁ ସର୍ବାଧିକ

ଭୁବନେଶ୍ବର() ଆଜି ୨୨୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୦୫୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ମୟୂରଭଞ୍ଜରୁ…

ଆଉ ୨୨୭୫ ପଜିଟିଭ୍, ସଂକ୍ରମିତଙ୍କ ସଂଖ୍ୟା ୨ଲକ୍ଷ ୫୬ ହଜାର ପାର

ଭୁବନେଶ୍ବର() ୨୪ ଘଣ୍ଟା ମଧ୍ୟରେ ୨୨୭୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୫୬୯୩୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ…

ତୃତୀୟ ପର୍ଯ୍ୟାୟ ଟୀକା ପରୀକ୍ଷଣ ବନ୍ଦ ରଖିଲା ଜନସନ୍ ଆଣ୍ଡ ଜନସନ୍

ୱାଶିଂଟନ୍()  କୋଭିଡ ମୁକାବିଲାରେ ଆଉ ଏକ ଝଟକା ଲାଗିଛି । ଆମେରିକାରେ ଟୀକା ନିର୍ମାଣ କରୁଥିବା ଜନସନ ଆଣ୍ଡ ଜନସନର ତୃତୀୟ ପର୍ଯ୍ୟାୟ ପରୀକ୍ଷଣକୁ ବନ୍ଦ କରାଯାଇଛି । କିଛି ସ୍ୱେଚ୍ଛାସେବୀ ଗୁରୁତର ଭାବରେ ଅସୁସ୍ଥ ହେବା କାରଣରୁ ଏହି ଟୀକାର ତୃତୀୟ ପର୍ଯ୍ୟାୟ ପରୀକ୍ଷଣକୁ ରୋକାଯିବା ପାଇଁ…

ଘରୁ ନବାହାରିବାକୁ ପରାମର୍ଶ

ଭୁବନେଶ୍ୱର () ଡିପ୍ ଡିପ୍ରେସନ ପ୍ରଭାବରେ ଭୁବନେଶ୍ବର ଓ କଟକରେ ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆଲର୍ଟ ଜାରି କରାଯାଇଛି। ଟ୍ବିନ୍ ସିଟିରେ ଆଜି  ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ବର ପାଣିପାଗ କେନ୍ଦ୍ର ପକ୍ଷରୁ ଆଲର୍ଟ ଜାରି କରାଯାଇଛି। ଏପରିକି ଘଣ୍ଟା ପ୍ରତି ୨ରୁ ୩…

ରାଜଧାନୀରେ ଚିତ୍‍ପଟାଙ୍ଗ ମାରିଲାଣି ପୁଲିସ୍‍ ଗୁଇନ୍ଦା ବ୍ୟବସ୍ଥା

ଭୁବନେଶ୍ୱର()  ରାଜଧାନୀରେ ନିଇତି ଘଟୁଥିବା ଅପରାଧ ଯୋଗୁଁ ସହରବାସୀ ଥରହର ହେଉଥିବାବେଳେ ଏବେ ପୁଲିସ୍‍ ପ୍ରଶାସନର ଗୁଇନ୍ଦା ବ୍ୟବସ୍ଥା ଉପରେ ପ୍ରଶ୍ନବାଚୀ ଉଠିଲାଣି । ହୁଗୁଳା ଗୁଇନ୍ଦା ବ୍ୟବସ୍ଥା ଯୋଗୁଁ ଅପରାଧିମାନେ ସକ୍ରିୟ ହେଉଥିଲେ ମଧ୍ୟ ସେମାନଙ୍କୁ ଧରାଯାଇ ପାରୁନାହିଁ ବୋଲି କୁହାଯାଉଛି…

କରୋନା ମୁକାବିଲା ପାଇଁ ସୋଆ କମ୍ୟୁନିଟି ରେଡିଓର ସଚେତନତା କାର୍ଯ୍ୟକ୍ରମ

ଭୁବନେଶ୍ବର()  କୋଭିଡ-୧୯ ମହାମାରୀର ଭୟାବହ ପରିସ୍ଥିତି ମଧ୍ୟରେ ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ସୋଆ କମ୍ୟୁନିଟି ରେଡିଓ ପକ୍ଷରୁ ଅନେକ ସଚେତନତା କାର୍ଯ୍ୟକ୍ରମ ପରିବେଷଣ କରାଯାଉଛି । ୟୁନିସେଫ୍‌ର ସହଭାଗିତାରେ ଭଏସ୍ ଅଫ୍ ସୋଆ କମ୍ୟୁନିଟି ରେଡିଓ ୯୦.୪…

ଗଭୀର ଅବପାତର ରୂପ ନେଲା ଲଘୁଚାପ, ରାଜ୍ୟରେ ପ୍ରବଳ ବର୍ଷିବ

ଭୁବନେଶ୍ୱର() ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଘନୀଭୂତ ଲଘୁଚାପ ଗଭୀର ଅବପାତର ରୂପ ନେଇଛି । ସମୁଦ୍ର ଭିତରେ ଏହା ଘଣ୍ଟାପ୍ରତି ୬ କିମି ବେଗରେ ଗତି କରୁଛି । ବିଶାଖାପାଟଣା ଠାରୁ ଦକ୍ଷିଣ ପୂର୍ବରେ ୨୫୦ କିମି ଦୂରରେ ଏହାର ସ୍ଥିତି ରହିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ…