ଅନଲାଇନରେ ସୋଆ ଜାଗୋର ୧୪ତମ ପ୍ରତିଷ୍ଠା ଦିବସ ପାଳନ
ଭୁବନେଶ୍ୱର() ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ (ଡିମଡ ଟୁ ବି ୟୁନିଭର୍ସିଟି)ର ସାମାଜିକ ଶାଖା \"ଜାଗୋ\'ର୧୪ ତମ ପ୍ରତିଷ୍ଠା ଦିବସ ଅନଲାଇନ ମାଧ୍ୟମରେ ପାଳିତ ହୋଇଯାଇଛି । କରୋନା ମହାମାରୀ ସମୟରେ ଏବଂ ଏହାପରେ କିଭଳି ଭାବରେ ବିଭିନ୍ନ ସୁଖ ସ୍ୱାଚ୍ଛନ୍ଦ୍ୟରୁ ବଂଚିତ ହୋଇଥିବା ପିଲା ଏବଂ…
