ରେକର୍ଡ ସଂଖ୍ୟାକ ୧୫୨୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ, ୫୮୦ ଲୋକାଲ କେସ
ଭୁବନେଶ୍ୱର() ଆଜି ରାଜ୍ୟରେ ୨୯ଟି ଜିଲ୍ଲାରୁ ରେକର୍ଡ ସଂଖ୍ୟାକ ୧୫୨୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୯୪୮ ଜଣ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ୫୮୦ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୭ ହଜାର ୪୫୫କୁ ବୃଦ୍ଧି କରିଛି ।…
