ଆଜି ଆପଣଙ୍କ ରାଶି କଣ କହୁଛି ଆସନ୍ତୁ ଜାଣିବା
ମେଷ
ଅଧିକାଂଶ ସମୟ ମନ ଅସ୍ଥିର ରହିଲେ ମଧ୍ୟ ସମସ୍ୟା ସମାଧାନ ହୋଇଯିବ । ସଭାସମିତି, ଆନୁଷ୍ଠାନିକ ଓ ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବେ । ପରିବାରରେ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ରହିପାରେ । ଘର କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କାମ କରିପାରନ୍ତି ।…
