Odia News Portal

୧୨ ଦିନରେ ଅଭିଯୋଗ

ପାଣାଜୀ () ବଲିଉଡ ଅଭିନେତ୍ରୀ ପୁନମ ପାଣ୍ଡେ ମଙ୍ଗଳବାର ଦିନ ଗୋଆ କାନାକୋନା ଥାନାରେ ନିଜ ସ୍ୱାମୀ ସେମ ଅହମଦଙ୍କ ବିରୋଧରେ ମାରପିଟ ମାମଲା ରୁଜ୍ଜୁ କରିଛନ୍ତି । ମାମଲା ରୁଜ୍ଜୁ ପରେ ସେମଙ୍କୁ ଗୋଆରେ ଗିରଫ କରାଯାଇଛି । ପୁନମ ନିଜ ସ୍ୱାମୀ ବିରୋଧରେ ମାରପିଟ ଓ ଧମକାଉଥିବା ନେଇ ଅଭିଯୋଗ…

ପୁଣି ଆସୁଛି ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର()  ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୯ କିମ୍ବା ୩୦ ତାରିଖ ବେଳକୁ ଆଣ୍ଡାମାନ ସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ଅଛି । ସମ୍ଭାବ୍ୟ ଲଘୁଚାପ ପଶ୍ଚିମବଙ୍ଗ ପାଖ ଦେଇ ମିଅାଁମାର କିମ୍ବା ବାଂଲାଦେଶ ଆଡ଼କୁ ଗତି କରିପାରେ । ଓଡ଼ିଶାରେ ଏହା ପ୍ରଭାବରେ ଆସନ୍ତା ଅକ୍ଟୋବର…

ଚିକିତ୍ସା ପରେ ସୁସ୍ଥ ହେଲେଣି ଦେଢ ଲକ୍ଷ ସଂକ୍ରମିତ

ଭୁବନେଶ୍ୱର() ରାଜ୍ୟରେ କରୋନା ପରୀକ୍ଷଣ ବଢିବା ସହ କରୋନା ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଏହି ସଂକ୍ରମଣକୁ ନିୟନ୍ତ୍ରଣକୁ ଆଣିବାକୁ ବିଭିନ୍ନ ପ୍ରକାର ପ୍ରୟାସ କରୁଛନ୍ତି ରାଜ୍ୟ ସରକାର । କିଭଳି ଆକ୍ରାନ୍ତଙ୍କ ଚିକିତ୍ସା ଶୁରୁଖୁରୁରେ ହୋଇପାରିବ ଏବଂ ସୁସ୍ଥତା ହାର ବୃଦ୍ଧି…

ବଡ଼ ଖବର, ଆଜି ଆଉ ୧୫ ମୁଣ୍ଡ ନେଲା କରୋନା, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର()  ରାଜ୍ୟ ଆଜି ୪୨୩୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୪, ମୟୁରଭଞ୍ଜ ଓ ପୁରୀରୁ ୨, ନୟାଗଡ଼, ନୂଆପଡ଼ା, ମାଲକାନଗିରି, କନ୍ଧମାଳ, ଢ଼େଙ୍କାନାଳ, କଟକ ଓ ବାଲେଶ୍ୱରରୁ ଜଣେ ଲେଖାଏଁ…

ଆଜି ୪୨୩୭ କରୋନା ପଜିଟିଭ୍, ସଂକ୍ରମିତଙ୍କ ସଂଖ୍ୟା ୧ ଲକ୍ଷ ୯୨ ହଜାର ପାର

ଭୁବନେଶ୍ବର() ୨୪ ଘଣ୍ଟା ମଧ୍ୟରେ ୪୨୩୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୯୨୫୪୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ…

ଏଣିକି ମୃତ ବ୍ୟକ୍ତିଙ୍କ ହେବନି କରୋନା ଟେଷ୍ଟ

ଭୁବନେଶ୍ୱର() ଆଉ ଏଣିକି ମୃତ ବ୍ୟକ୍ତିଙ୍କ କରୋନା ଟେଷ୍ଟ କରାଯିବ ନାହିଁ । ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସମସ୍ତ ହସ୍ପିଟାଲକୁ ନିର୍ଦ୍ଦେଶ ଦିଆଯାଇଛି । ପରିବାରକୁ ମୃତଦେହ ହସ୍ତାନ୍ତର କରିବାରେ ବିଳମ୍ବ ହେଉଥିବାରୁ ଏହିଭଳି ନିଷ୍ପତ୍ତି ନିଆଯାଇଛି । ଆକ୍ରାନ୍ତଙ୍କ ଚିକିତ୍ସା କରୁଥିବା…

ଚାନ୍ଦିପୁରରେ ଏୟାରକ୍ରାଫ୍ଟର ପରୀକ୍ଷଣ ସଫଳ, ରାଜନାଥ ସିଂହଙ୍କ ଅଭିନନ୍ଦନ

ଚାନ୍ଦିପୁର() ବାଲେଶ୍ୱର ସ୍ଥିତ ଚାନ୍ଦିପୁରରେ ଅଭ୍ୟାସ ଏୟାରକ୍ରାଫ୍ଟର ପରୀକ୍ଷଣ ସଫଳ ହୋଇଛି । ଅଭ୍ୟାସ ହେଉଛି ଚାଳକ ବିହୀନ ଦ୍ରୁତଗାମୀ ଟାର୍ଗେଟ ଏୟାରକ୍ରାଫ୍ଟ । କ୍ଷେପଣାସ୍ତ୍ର ଘାଟିର ୩ନମ୍ବର ଲଞ୍ଚପ୍ୟାଡ଼ରୁ ଏହି ଏୟାରକ୍ରାଫ୍ଟର ଉତକ୍ଷେପଣ ହୋଇଥିଲା । ସଫଳ ପରୀକ୍ଷଣ ପାଇଁ ଡ଼ିଆରଡ଼ିଓକୁ…

କରୋନାକୁ ହରାଇବା ପରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର() ୯୦ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ ଦୁଇ ଜଣ ବ୍ୟକ୍ତି କରୋନାକୁ ହରାଇ ସୁସ୍ଥ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଭୟଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । କରୋନା କ୍ଷେତ୍ରେ ବୟସ୍କ ମଧ୍ୟରେ ମୃତ୍ୟୁହାର ଅଧିକା ରହୁଛି । ମାତ୍ର ଓଡ଼ିଶାର ଏହି ଦୁଇଜଣ ବରିଷ୍ଠ ବ୍ୟକ୍ତି କରୋନା…

ପଜିଟିଭ ଥିବା ମା ପାଖରୁ ଜନ୍ମିତ ଶିଶୁ ପଜିଟିଭ ବାହାରିବା ଆଶଙ୍କା କମ

ଭୁବନେଶ୍ୱର() ରାଜ୍ୟରେ କରୋନା ସ୍ଥିତି ନେଇ ସୂଚନା ଦେଇଛନ୍ତି ରାଜ୍ୟ ସରକାର । ଏହାସହ ବିଭିନ୍ନ ପ୍ରଶ୍ନର ମଧ୍ୟ ଉତ୍ତର ଦେଇଛନ୍ତି । ସାମାଜିକ ଦୂରତା, ମାସ୍କ ପିନ୍ଧିବା ଓ ହାତ ଧୋଇବା ଜରୁରୀ ବୋଲି କୁହାଯାଇଛି । ଗର୍ଭବତୀ ମହିଳା କରୋନା ପଜିଟିଭ ବାହାରିଲେ ସେମାନେ ଆଇସୋଲେସନରେ ରହିପାରିବେ ।…

ରାଜଧାନୀରୁ ଆଉ ୩୪୫ ପଜିଟିଭ, ୨୪୪ ଲୋକାଲ କେସ

ଭୁବନେଶ୍ବର() ଆଜି ବି  ଭୁବନେଶ୍ୱରରୁ ୩୪୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ଚିହ୍ନଟ ହୋଇଥିବା ୩୪୫ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୦୧ ଓ ସ୍ଥାନୀୟ ଅଞ୍ଚଳରୁ ୨୪୪ ଜଣ ଚିହ୍ନଟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି । …