Odia News Portal

ଭୁବନେଶ୍ୱରରୁ ଆଉ ୩୦୬ କରୋନା ପଜିଟିଭ, ୧୮୩ ଲୋକାଲ କେସ

ଭୁବନେଶ୍ୱର() ଆଜି ବି ଭୁବନେଶ୍ୱରରୁ ୩୦୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ଚିହ୍ନଟ ହୋଇଥିବା ୩୦୬ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୨୩ ଓ ସ୍ଥାନୀୟ ଅଞ୍ଚଳରୁ ୧୮୩ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୫୦୬ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା…

କରୋନାକୁ ହରାଇଲେ ୯୧ ବର୍ଷୀୟ ବରିଷ୍ଠ ନାଗରିକ

ଭୁବନେଶ୍ୱର()  କରୋନା ମହାମାରୀ ସହ ଯୁଦ୍ଧ କରି ଏହି ଅଦୃଶ୍ୟ ଶତ୍ରୁକୁ ପରାସ୍ତ କଲେ୯୧ ବର୍ଷୀୟ ଜଣେ ବରିଷ୍ଠ ନାଗରିକ । ଭୁବନେଶ୍ୱର ସ୍ଥିତ ସମ୍ କୋଭିଡ ହସ୍ପିଟାଲ୍‌ରୁସୁସ୍ଥ ହୋଇ ଘରକୁ ଫେରିଛନ୍ତି ଧିରେନ୍ଦ୍ର ନାଥ ଦାସ । ଶରୀରରେ ଅନେକ ସମସ୍ୟାଥିବା ସତ୍ୱେ ସମ୍ କୋଭିଡ ହସ୍ପିଟାଲ୍‌ରେ…

ଧୁମ୍ରପାୟୀ କଙ୍କଡା, ଦେଖନ୍ତୁ ଆଶ୍ଚର୍ଯ୍ୟକର ଭିଡିଓ…

ଜୀବଜନ୍ତୁ ନିଶାନେବା ବା ସିଗାରେଟ ଟାଣିବା ଆଶ୍ଚର୍ଯ୍ୟକର ହୋଇଥାଏ । ଏହା ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗିଥିଲେ ମଧ୍ୟ ଏହିପରି ଏକ ଭିଡ଼ିଓ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି । ସମୁଦ୍ରକୂଳରେ ଏକ କଙ୍କଡ଼ା ସିଗାରେଟ ଟାଣି ମୁଣ୍ଡ ବୁଲେଇଲା ଭଳି ଚାଲୁଥିବାର ଏହି ଭିଡ଼ିଓରେ ନଜର ଆସିଛି ।…

ତଦନ୍ତ ନିର୍ଦ୍ଦେଶ ଦେଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର()  କଟକ ଜଗତପୁରର ସଦଗୁରୁ କୋଭିଡ଼ ହସ୍ପିଟାଲରେ ଆଜି ଭୟାବହ ଅଗ୍ନିକାଣ୍ଡ ଘଟିଥିଲା । ହସ୍ପିଟାଲର ଆଇସିୟୁରେ ନିଆଁ ଲାଗିଥିଲା । ଏହି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ । ଅଗ୍ନିଶମ ବିଭାଗ ଓ ସ୍ୱାସ୍ଥ୍ୟ ସଚିବଙ୍କୁ ମିଳିତ ଭାବେ ତଦନ୍ତ କରି…

ଛୋଟ ପିଲା ପାଖରେ ଲକ୍ଷଣ ଦେଖାଗଲେ ତୁରନ୍ତ ହସ୍ପିଟାଲ ନେବା ଜରୁରୀ

ଭୁବନେଶ୍ୱର() ରାଜ୍ୟରେ କରୋନା ସ୍ଥିତି ନେଇ ସୂଚନା ଦେଇଛନ୍ତି ରାଜ୍ୟ ସରକାର । ଛୋଟ ପିଲା ସଂକ୍ରମିତ ହେଲେ କିପରି ତାର ଚିକିତ୍ସା କରାଯିବ ଓ ଦେଖାରଖା କରାଯିବ ସେନେଇ ପରାମର୍ଶ ଦିଆଯାଇଛି । ମାସ୍କ ପିନ୍ଧିବା, ସାମାଜିକ ଦୂରତର ରକ୍ଷା କରିବା ଓ ହାତ ଧୋଇବା ଜରୁରୀ ବୋଲି କୁହାଯାଇଛି । ତେଣୁ…

୨୫ରେ ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ() ବିଧାନସଭା ଅଧିବେଶନ ନେଇ ବସିବ ସର୍ବଦଳୀୟ ବୈଠକ । ଆସନ୍ତା ୨୫ ତାରିଖରେ ଏହି ସର୍ବଦଳୀୟ ବସିବ ବୋଲି ଜଣାପଡିଛି । ଏନେଇ ଆଜି ସୂଚନା ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ବିଧାନସଭା କେମିତି ଚାଲିବ, ତାହା ଉପରେ ଏହି ବୈଠକରେ ଆଲୋଚନା ହେବ ।

କୋଭିଡ଼ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ

କଟକ() କଟକ ଜଗତପୁରର ସଦଗୁରୁ କୋଭିଡ଼ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି । ହସ୍ପିଟାଲର ଆଇସିୟୁରେ ନିଆଁ ଲାଗିଛି । ନିଆଁକୁ ଆୟତ କରିବାରେ ପ୍ରୟାସ ଜାରି ରଖିଛି ଦମକଳ ବାହିନୀ । କିନ୍ତୁ କିପରି ଓ କାହିଁକି ନିଆଁ ଲାଗିଛି ସେନେଇ କୌଣସି ସ୍ପଷ୍ଟ କାରଣ ଏପର୍ଯ୍ୟନ୍ତ…

ସାରାଙ୍କ ସହ ପ୍ରଥମ ଥର ହେବି ଡୋଜ ଡ୍ରଗ୍ସ ନେଇଥିଲେ ସୁଶାନ୍ତ

ମୁମ୍ବାଇ() ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତ ମାମଲାର ଡ୍ରଗସ ଲିଙ୍କରେ ଗିରଫ ହୋଇଥିବା ତାଙ୍କ ଗାର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀ ଏନସିବିକୁ ଏସକ୍ଲୁ୍ୟସିଭି ବୟାନ ଦେଇଛନ୍ତି । କେଦାରନାଥ ସୁଟିଂ ସମୟରେ ସୁଶାନ୍ତ ହେବି ଡୋଜ ଡ୍ରଗ୍ସ ନେବା ଆରମ୍ଭ କରିଦେଇଥିଲେ । ଏଥିରେ ସାରା ମଧ୍ୟ…

କୃଷି ବିଲ୍‌ କୃଷି କ୍ଷେତ୍ରରେ ଐତିହାସିକ ପରିବର୍ତ୍ତନ ଆଣିବ

ନୂଆଦିଲ୍ଲୀ()  ସଂସଦରେ ପାରିତ କୃଷି ବିଲ୍‌କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସ୍ୱାଗତ କରିବା ସହ ଏହି ବିଲ୍‌ ଐତିହାସିକ ବୋଲି କହିଛନ୍ତି । ଏହି କୃଷି ବିଲ୍‌ ସଂସଦରେ ପାରିତ ହୋଇଥିବାରୁ ଶ୍ରୀ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ…

ଆଜିଠାରୁ ଖୋଲିଲା ସ୍କୁଲ

ଭୁବନେଶ୍ୱର()  କରୋନା କଟକଣା ଭିତରେ ଆଜିଠାରୁ ଖୋଲିଛି ସ୍କୁଲ । କେବଳ ନବମରୁ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିଛି । ଏଥିପାଇଁ ନିୟମାବଳୀ ଜାରି କରିଛନ୍ତି କେନ୍ଦ୍ର ସରକାର । ତେବେ କଣ୍ଟେନମେଣ୍ଟ ଜୋନରେ ଥିବା ସ୍କୁଲ ଗୁଡିକୁ ଏଥିରୁ ବାଦ ଦିଆଯାଇଛି । ତେବେ ସ୍କୁଲକୁ ଛାତ୍ରଛାତ୍ରୀ…