Odia News Portal

କରୋନା ନେଲା ଆଉ ୯ ମୁଣ୍ଡ, ମୃତ୍ୟୁ ସଂଖ୍ୟା ୭୧୦କୁ ବୃଦ୍ଧି

ଭୁବନେଶ୍ୱର() ଆଜି ରାଜ୍ୟରେ ୪୨୪୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୯ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୭୧୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି…

ଆଜି ୪୨୪୨ ପଜିଟିଭ୍, ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୮୪ ହଜାର ପାର

ଭୁବନେଶ୍ୱର() ଆଜି ପୁଣି ୩୦ ଜିଲ୍ଲାରୁ ୪୨୪୨ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୫୦୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୭୩୯ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୮୪,୧୨୨ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ…

ଏହିସବୁ ଜିଲ୍ଲାକୁ ରେଡ୍ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ବର()  ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା । ଲଘୁଚାପ ପ୍ରଭାବରେ ବଢିବ ବର୍ଷାର ପରିମାଣ । ପଶ୍ଚିମ ଓଡିଶାର ୭ ଜିଲ୍ଲାକୁ ରେଡ୍ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଏହି ଓ୍ବାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୭ ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି…

୮ ସାଂସଦ ସସପେଣ୍ଡ

ନୂଆଦିଲ୍ଲୀ() ରାଜ୍ୟସଭାରେ ହଙ୍ଗାମା ପ୍ରସଙ୍ଗରେ ୮ ଜଣ ସାଂସଦଙ୍କୁ ନିଲମ୍ବିତ କରାଯାଇଛି । ବିଶୃଙ୍ଖଳା ଆଚରଣ ଯୋଗୁଁ ୭ ଦିନ ପାଇଁ ନିଲମ୍ବିତ ହୋଇଛନ୍ତି ସାଂସଦ । ରାଜ୍ୟସଭାରେ ହଙ୍ଗାମା ପାଇଁ ବିରୋଧୀଙ୍କ ବିରୋଧରେ ହୋଇଛି ଏହି କାର୍ଯ୍ୟାନୁଷ୍ଠାନ । କୃଷି ବିଲ ଆଲୋଚନାରେ ହଙ୍ଗାମା କରିଥିବା ୮…

ଓଡ଼ିଶା ମୋ ପରିବାର ଜୀବନ ବିନ୍ଦୁ ତରଫରୁ ରକ୍ତଦାନ ଶିବିର

ଭୁବନେଶ୍ବର : ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୱାର୍ଡ଼ ନମ୍ୱର-୪ , ପାହାଳ ସେବା ସମବାୟ ସମିତି ଅତିଥି ଭବନ ପରିସରରେ ଆୟୋଜନ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ଓଡ଼ିଶା ମୋ ପରିବାର ରାଜ୍ୟ ସଂଯୋଜକ ଅରୁପ ପଟ୍ଟନାୟକ ଉଦଘାଟନ କରିଥିଲେ । ଓଡ଼ିଶା ମୋ ପରିବାର ସଦସ୍ୟ ତଥା…

୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର() ଆସନ୍ତାକାଲିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା । ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ବଙ୍ଗୋପସାଗର ଉତ୍ତରପୂର୍ବ ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ଆସନ୍ତାକାଲିଠାରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ…

କରୋନା ସଂକ୍ରମିତଙ୍କୁ ଆଡଭାଇସ

ଭୁବନେଶ୍ୱର() ଗୃହ ପୃଥକବାସରେ ରହୁଥିବା କରୋନା ସଂକ୍ରମିତଙ୍କୁ ଡାକ୍ତର ଦେଇଛନ୍ତି ଲାଇଭ ଆଡଭାଇସ । ଗୃହ ପୃଥକବାସରେ ରହୁଥିବା ଲୋକେ କି ପ୍ରକାର ସତର୍କତା ଅବଲମ୍ବନ କରିବେ ଏବଂ ନିଜେ କିଭଳି ନିଜର ଯତ୍ନ ନେବେ ସେନେଇ ବିଶିଷ୍ଟ ଭେଜଷ ବିଶେଷଜ୍ଞ ଡାକ୍ତର ଜୟନ୍ତ ପଣ୍ଡା ଓ ଡାକ୍ତର ପ୍ରଜ୍ଞା…

ଆଜି ବି ଭୁବନେଶ୍ୱରରୁ ୩୪୨ କରୋନା ପଜିଟିଭ, ଜାଣନ୍ତୁ ସମ୍ପୁର୍ଣ୍ଣ ତଥ୍ୟ

ଭୁବନେଶ୍ବର()  ଆଜି ବି  ଭୁବନେଶ୍ୱରରୁ ୩୪୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ଚିହ୍ନଟ ହୋଇଥିବା ୩୪୨ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୦୪ ଓ ସ୍ଥାନୀୟ ଅଞ୍ଚଳରୁ ୨୩୮ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୪୨୧ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ…

 ସମ୍ବାଦ ପ୍ରକାଶକ ବିଜୟ କୁମାର ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର ()ସମ୍ବାଦ ଖବର କାଗଜର ପ୍ରକାଶକ  ବିଜୟ କୁମାର ପଟ୍ଟନାୟକଙ୍କ ପରଲୋକ ହୋଇଛି । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ୬୦ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ତାଙ୍କ ଦେହାନ୍ତରେ ଖବରକାଗଜ ଉଦ୍ୟୋଗରେ ଶୋକର ଛାୟା ଖେଳି ଯାଇଛି । ଆଜି ସକାଳେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର…

ଏକ ବର୍ଷ ଯାଏଁ ପାଣି ବିଜୁଳି ବିଲରେ ୫୦ ପ୍ରତିଶତ ରିହାତି

ଆର୍ଥିକ ପ୍ୟାକେଜ ୮୭୫୦ ଘୋଷଣା କରାଯାଇଛି । ଏହି ୮୭୫୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରାଯାଇଛି ଜାମ୍ମୁକାଶ୍ମୀର ଲାଗି । ଜାମ୍ମୁକାଶ୍ମୀର ଏଲଜି ମନୋଜ ସିହ୍ନା ଏହା ଘୋଷଣା କରିଛନ୍ତି । ପ୍ୟାକେଜ ଅନୁସାରେ ବିଜୁଳି ଓ ପାଣି ବିଲରେ ୫୦ ପ୍ରତିଶତ ରିହାତି ମିଳିବ । ଏକ ବର୍ଷ ଯାଏଁ ପାଣି ବିଜୁଳି…