Odia News Portal

ଆଜି ସର୍ବାଧିକ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର() ରାଜ୍ୟରେ ଆଜି ୧୮୩୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସର୍ବାଧିକ ୧୨ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଓ ଗଞ୍ଜାମ ଜିଲ୍ଲାରୁ ୩ଜଣ ଲେଖାଏଁ , ଢ଼େଙ୍କାନାଳ, ଗଜପତି, ମୟୁରଭଞ୍ଜରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେହିପରି…

ଆଜି ରେକର୍ଡ ସଂଖ୍ୟାକ ୧୮୩୩ କରୋନା ପଜିଟିଭ, ଗଞ୍ଜାମକୁ କାଟିଲା ଖୋର୍ଦ୍ଧା

ଭୁବନେଶ୍ୱର() ଆଜି ରାଜ୍ୟରେ ୨୯ଟି ଜିଲ୍ଲାରୁ ରେକର୍ଡ ସଂଖ୍ୟାକ ୧୮୩୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୧୧୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୭୧୫ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୨ ହଜାର ୫୫୦କୁ ବୃଦ୍ଧି କରିଛି…

ଗିରୀଶ ଚନ୍ଦ୍ର ମୁର୍ମୁଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର() ଗିରୀଶ ଚନ୍ଦ୍ର ମୁର୍ମୁଙ୍କୁ ନୂଆ ଦାୟିତ୍ୱ ପାଇଁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ କହିଛନ୍ତି ଓଡ଼ିଶା ଜନ୍ମିତ ଗିରୀଶ ଚନ୍ଦ୍ର ବର୍ତ୍ତମାନ ଦେଶର ନୂଆ ସିଏଜି । ଉଲ୍ଲେଖଯୋଗ୍ୟ ଯେ ଗତକାଲି ନୂଆ ସିଏଜି ଭାବେ ନିଯୁକ୍ତି ହୋଇଛନ୍ତି ଓଡ଼ିଆ ଆଇଏଏସ ଅଫିସର…

୨୪ ଘଣ୍ଟାରେ ଦେଶରେ ୬୨ ହଜାର ୫୩୬ ନୂଆ ସଂକ୍ରମିତ ଚିହ୍ନଟ : ୨୦ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା|

ଆଜି ଦେଶରେ ସମସ୍ତ ରେକର୍ଡ ଭାଙ୍ଗିଲା କରୋନା ସଂକ୍ରମଣ ସଂଖ୍ୟା । ଗତ ୨୪ ଘଣ୍ଟାରେ ଦେଶରେ ୬୨ ହଜାର ୫୩୬ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ଲକ୍ଷ ୨୭ ହଜାର ୭୪କୁ ବୃଦ୍ଧି ପାଇଛି । ଗତ କିଛି ଦିନ ହେଲା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା କମ ହୋଇଥିବା ବେଳେ…

ଦାନା ବାନ୍ଧୁଛି ଲଘୁଚାପ : ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ଵର : ଉତ୍ତର ବଙ୍ଗୋ‌ପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ଏହାର ପ୍ରଭାବରେ ୯ ଓ ୧୦ ତାରିଖ ଦିନ ପ୍ରବଳରୁ ଅତି ପ୍ରବଳ ବ‌ର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବନୁମାନ କରିଛି। ଏହାର ପ୍ରଭାବରେ ବିଶେଷକରି ଦକ୍ଷିଣ ଓଡ଼ିଶାର ଜିଲ୍ଲାମାନଙ୍କରେ ଅଧିକ ବର୍ଷା ହେବାର…

ଓଡ଼ିଶାର ଏହି ୨ ଗାଁକୁ ମିଳିଲା ଅନ୍ତର୍ଜାତୀୟ ସମ୍ମାନ

ଭୁବନେଶ୍ଵର : ଓଡ଼ିଶାର ୨ଟି ଗାଁକୁ ସୁନାମୀ ପ୍ରସ୍ତୁତି ନେଇ ଅନ୍ତର୍ଜାତୀୟ ସମ୍ମାନ। ଓଡ଼ିଶାକୁ ସମ୍ମାନ ନେଇ UNESCO-IOC ପକ୍ଷରୁ ସୂଚନା ଦିଆଯାଇଛି। ଦେଶର ପ୍ରଥମ ରାଜ୍ୟ ଭାବେ ଓଡ଼ିଶାର ୨ଟି ଗାଁକୁ ମିଳିଲା ସମ୍ମାନ। ଗଞ୍ଜାମ ଜିଲ୍ଲା ରଙ୍ଗେଇଲୁଣ୍ଡା ବ୍ଲକର ଭେଙ୍କଟରାଇପୁର ଗାଁକୁ ଏଇ…

କମ୍‍ ସଂଖ୍ୟକ କର୍ମଚାରୀରେ ଲୋକସେବା ଭବନରେ ହେବ କାର୍ଯ୍ୟ

ଭୁବନେଶ୍ଵର : ଲୋକସେବା ଭବନରେ କରୋନା ତାହାର କାୟା ମେଲାଉଥିବାରୁ ଏବେ କର୍ମଚାରୀମାନେ ପରସ୍ପରକୁ ସନ୍ଦେହରେ ଦେଖିଲେଣି । ସ୍ୱାସ୍ଥ୍ୟ ବିଭାଗରୁ ଏକାଧିକ କରୋନା ପଜିଟିଭ ବାହାରିବା ସହିତ ଅନ୍ୟ ବିଭାଗ ଗୁଡିକରୁ କରୋନା ସଂକ୍ରମିତ ଚିହ୍ନଟ ହେଉଥିବାରୁ ଏବେ ରାଜ୍ୟ ପ୍ରଶାସନର ପ୍ରାଣକେନ୍ଦ୍ର…

ଓଏଏସ୍‌ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର

ଭୁବନେଶ୍ୱର : ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବାଲେଶ୍ୱର ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ରାମଚନ୍ଦ୍ର ଜେନାଙ୍କୁ ଦେବଗଡ଼ ଡିଆରଡିଏ ପିଡି ଭାବେ ବଦଳି କରାଯାଇଛି । ସେହିପରି ଆନନ୍ଦପୁର ଉପଜିଲ୍ଲାପାଳ ରବୀନ୍ଦ୍ର କୁମାର ସାହୁ ବାଲେଶ୍ୱର ଡିଆରଡିଏ…

ପୁଣି ଦୋଳାରେ ବୁହାହେଲେ ରୋଗୀ

ଚାନ୍ଦବାଲି :  ପୁଣିଥରେ ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକର ବିକାଶର ନଗ୍ନ ଚିତ୍ର ପଦାରେ ପଡିଛି । ଗାଁ ରାସ୍ତା ମାଟି,କାଦୁଅ ପଚପଚ ହୋଇଥିବାରୁ ଗାଁ କୁ ଗଲାନାହି ୪ ଚକିଆ ଗାଡି।  ତେଣୁ ବାଧ୍ୟ ହୋଇ ଜଣେ ୭୦ ବର୍ଷର ବୃଦ୍ଧାକୁ ଦୋଳିରେ ବୋହି ବୋହି ମେଡିକାଲ ନେଲେ ପରିବାର ଲୋକେ । ଏଭଳି  ଘଟଣା…

ମର୍ମନ୍ତୁଦ ସଡକ ଦୁର୍ଘଟଣା : ଚାଲିଗଲା ଗଲା ୩ ଜୀବନ

ଯାଜପୁର : ଟ୍ରକ ପଛପଟୁ ଧକ୍କା ଦେଲା କାର। ଦୁର୍ଘଟଣାରେ ଗଲା ୩ ଜୀବନ । ଯାଜପୁର ୧୬ ନମ୍ବର ଜାତୀୟ ରାଜପଥ ରଥିଆ ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ରାସ୍ତାରେ ଛିଡା ହୋଇଥିବା ଟ୍ରକକୁ ପଛପଟୁ ଧକ୍କା ଦେଲା କାର୍‌ । ଫଳରେ ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ହୋଇଛି । ଭୋରରୁ କାରଟି…