ରାଜଧାନୀରୁ ଆଉ ୩୦୫ କରୋନା ପଜିଟିଭ, ଜାଣନ୍ତୁ ସମ୍ପୁର୍ଣ୍ଣ ତଥ୍ୟ
ଭୁବନେଶ୍ୱର() ଆଜି ବି ଭୁବନେଶ୍ୱରରୁ ୩୦୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୯୦ ଓ ସ୍ଥାନୀୟ ଅଞ୍ଚଳରୁ ୨୧୫ ଜଣ ଚିହ୍ନଟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୧୭ ହଜାର ୯୨୫ କୁ ବୃଦ୍ଧି ପାଇଛି ।
…
