+୨ ପାଇଁ କଟଅଫ୍ ମାର୍କ ପ୍ରକାଶ
ଭୁବନେଶ୍ୱର() +୨ ନାମଲେଖା ପାଇଁ ମେଧା ତାଲିକା ବା କଟଅଫ୍ ମାର୍କ ଆଜି ପ୍ରକାଶ ପାଇଛି । ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମେଧା ତାଲିକା ପ୍ରକାଶ ପାଇଛି । ବିଜ୍ଞାନ, ବାଣିଜ୍ୟ ଓ କଳାରେ ପ୍ରଥମ ସ୍ଥାନରେ ରହିଛି ରେଭେନ୍ସା ।
ବିଜ୍ଞାନରେ ୮୯% ସହ ପ୍ରଥମ ସ୍ଥାନରେ ରହିଛଇ ରେଭେନ୍ସା ।…
