Odia News Portal

ଏଣିକି ହଟସ୍ପଟ ଉପରେ ରହିବ କଡ଼ା ନଜର

ଭୁବନେଶ୍ୱର()  କରୋନା ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପ୍ରକାର ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରୁଥିଲେ ମଧ୍ୟ ଅଧିକାଂଶ ସ୍ଥାନରେ ଅମାନିଆମାନେ ଏହାକୁ ଉଲ୍ଲଂଘନ କରୁଥିବା ଦେଖିବାକୁ ମିଳୁଛି । ତେବେ  ଭୁବନେଶ୍ୱର ଓ କଟକରେ କରୋନା ନିୟମ ବା କୋଭିଡ କଟକଣାକୁ ବାରମ୍ବାର…

ନୂଆବର୍ଷରୁ ଉପଲବ୍ଧ ହେବ ଟୀକା

ନୂଆଦିଲ୍ଲୀ()  କରୋନା ମହାମାରୀ ମାଡି ମାଡି ଚାଲିଥିବା ବେଳେ ନୂଆବର୍ଷ ୨୦୨୧ ଆରମ୍ଭରେ ଭାରତକୁ ମିଳିବାକୁ ଯାଉଛି କରୋନା ଟୀକା । ଏନେଇ ଆଜି ରାଜ୍ୟସଭାରେ କେନ୍ଦ୍ରସ୍ୱାସ୍ଥ୍ୟ ମନ୍ତ୍ରୀ ଡକ୍ଟର ହର୍ଷବର୍ଦ୍ଧନ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି ଯେ, ‘ଭାରତରେ ନୂଆ ଟୀକା ପାଇଁ ଟ୍ରାଏଲ ୧,…

ବାରମ୍ବାର ସୀମା ନିୟମ ଉଲ୍ଲଙ୍ଘନ କରୁଛି ଚୀନ

ନୂଆଦିଲ୍ଲୀ() ଏଲଏସିରେ ଭାରତ-ଚୀନ୍ ସୀମା ବାବଦ ମାମଲାରେ ରାଜ୍ୟସଭାରେ ବଡ ବୟାନ ଦେଇଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ । ରାଜନାଥ ସିଂହ କହିଛନ୍ତି ଯେ, ‘ବାରମ୍ବାର ସୀମା ନିୟମ ଉଲ୍ଲଙ୍ଘନ କରୁଛି ଚୀନ । ଭାରତର ଜମିକୁ ନିଜର କହୁଛି ଚୀନ୍ । ଦୁଇଦେଶର ଅଲଗା ଅଲଗା ଦାବି, କିନ୍ତୁ ଆମେ…

୭୦ ବର୍ଷରେ ପଦାର୍ପଣ କଲେ ମୋଦୀ, ଜାଣନ୍ତୁ କିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ….

ନୂଆଦିଲ୍ଲୀ()  ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ  ୭୦ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ମୋଦୀ ୧୭ ସେପ୍ଟେମ୍ବର ୧୯୫୦ରେ ମେହେସାଣା ଜିଲ୍ଲାର ବଡ଼ନଗରରେ ଏକ ମଧ୍ୟବିତ୍ତ ପରିବାରରେ ଜନ୍ମ ହୋଇଥିଲା। ଦାମୋଦରଦାସ ମୁଲଚାନ୍ଦ ମୋଦୀ ଓ ତାଙ୍କ ପତ୍ନୀ ହୀରାବେହେନ ମୋଦୀଙ୍କର ଷଷ୍ଠ ସନ୍ତାନ…

ଆଗକୁ ତିର୍ତ୍ତୋଲ ଉପ ନିର୍ବାଚନ, ହାତ ଛାଡ଼ିଲେ ରାଜକିଶୋର

ଭୁବନେଶ୍ୱର()  ଆଗକୁ ତିର୍ତ୍ତୋଲ ଉପ ନିର୍ବାଚନ । ଏନେଇ ବିଜେଡି, କଂଗ୍ରେସ ଓ ବିଜେପି  ନିଜ ନିଜର ରଣକୌଶଳ ପ୍ରସ୍ତୁତ କରିବାରେ ଲାଗିପଡ଼ିଛନ୍ତି ।  ତେବେ ଏହରି ଭିତରେ କଂଗ୍ରେସକୁ ଏକ ବଡ଼ ଝଟକା ଲାଗିଛି ।  କାରଣ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ରାଜକିଶୋର ବେହେରା ଇସ୍ତଫା ଦେଇଛନ୍ତି ।…

କରୋନା ନେଲା ଆଉ ୧୩ ମୁଣ୍ଡ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର()ଆଜି ରାଜ୍ୟରେ ୪୨୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୩ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୬୬୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ପୁରୀ ଓ…

ଅଶୋକ ସାହୁଙ୍କ ପରଲୋକ

ଭୁବନେଶ୍ୱର()  ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ଆଇପିଏସ ଅଶୋକ ସାହୁଙ୍କର ପରଲୋକ ହୋଇଯାଇଛି  ।ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ହୋଇଥିଲା । ତେବେ ବିଜେପି ନେତା ଅଶୋକ ସାହୁ ଗତ କିଛି ଦିନ ହେବ ଅସୁସ୍ଥ ଥିବାରୁ ଚିକିତ୍ସିତ ହେଉଥିଲେ । ଜଣେ ଫାୟାର ବ୍ରାଣ୍ଡ ନେତା ଭାବେ ସେ…

ଆଜି ଆଉ ୪୨୪୧ କରୋନା ପଜିଟିଭ୍, ଖୋର୍ଦ୍ଧାରୁ ୬୪୭

ଭୁବନେଶ୍ବର() ୨୪ ଘଣ୍ଟା ମଧ୍ୟରେ ୪୨୪୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୬୭୧୬୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ…

ଚିକିତ୍ସା କ୍ଷେତ୍ରରେ ଆଉ ଏକ ମାଇଲ ଷ୍ଟୋନ ସ୍ଥାପନ କଲା ଓଡିଶା

ଭୁବନେଶ୍ୱର () ହଜାରେ ଛୁଇଁଲା ପ୍ଲାଜମା ଥେରାପି । ଓଡ଼ିଶା କରୋନା ଚିକିତ୍ସା କ୍ଷେତ୍ରରେ ଆଉ ଏକ ମାଇଲ ଷ୍ଟୋନ ସ୍ଥାପନ କରିଛି । ଏପର୍ଯ୍ୟନ୍ତ ଏକ ହଜାର ଲୋକଙ୍କୁ ପ୍ଲାଜମା ଦିଆଯାଇଛି । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ବିଟ କରି ସୂଚନା ଦେଇଛନ୍ତି । ଅତ୍ୟାଧୁନିକ ମେଡିକାଲ ସୁବିଧା…

ଭୁବନେଶ୍ବର-କଟକ କୋଭିଡ ନିୟମ ପାଳନ ତତ୍ତ୍ବାବଧାନ କରିବାକୁ ଡିଜିଙ୍କୁ ନିର୍ଦ୍ଦେଶ

ଭୁବନେଶ୍ବର()  କୋଭିଡଜନିତ ଆର୍ଥକ ମାନ୍ଦା ଅବସ୍ଥାରୁ ଗ୍ରାମାଞ୍ଚଳର ଲୋକମାନଙ୍କୁ ସୁରକ୍ଷିତ ରଖିବା ପାଇଁ ଅର୍ଥନୈତିକ କାର୍ଯ୍ୟକ୍ରମକୁ ବ୍ୟାପକ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ବିଭିନ୍ନ…