ଅଗଷ୍ଟ ମାସ ଚ୍ୟାଲେଞ୍ଜିଂ ହେବ, ସତର୍କ ରହିବାକୁ ପଡ଼ିବ
ଗଞ୍ଜାମ() ଅଗଷ୍ଟ ମାସ ଆମ ପାଇଁ ଚ୍ୟାଲେଞ୍ଜିଂ ହେବ । ଏହା କହିଛନ୍ତି ଗଞ୍ଜାମ ଜିଲ୍ଲାପାଳ ବିଜୟ କୁଲାଙ୍ଗେ । ଜିଲ୍ଲାରେ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ସେ ଏହା କହିଛନ୍ତି ।
ସେ କହିଛନ୍ତି ଯେ, ଏବେ ଗଞ୍ଜାମ ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା କମୁଛି । ଗଞ୍ଜାମରେ ଟେଷ୍ଟିଂ…
