Odia News Portal

ଭୁବନେଶ୍ୱରରୁ ଆଉ ୩୪୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର() ଆଜି  ଭୁବନେଶ୍ୱରରୁ ୩୪୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୯୮ ଓ ସ୍ଥାନୀୟ ଅଞ୍ଚଳରୁ ୨୪୪ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୩୮୭ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୧୬ ହଜାର ୯୩୩କୁ…

ଏଣିକି ସାଂସଦଙ୍କ କଟିବ ୩୦% ବେତନ

ନୂଆଦିଲ୍ଲୀ() କରୋନା ଯୋଗୁଁ ଅର୍ଥନୈତିକ କ୍ଷେତ୍ରରେ ଆସିଛି ବଡ ପରିବର୍ତ୍ତନ । ଘରୋଇ ଓ ସରକାରୀ କ୍ଷେତ୍ରରେ କର୍ମଚାରୀଙ୍କ ଦରମା କଟ୍ ହେଉଥିବା ବେଳେ ଏଥିରୁ ବାଦ୍ ପଡିନାହାନ୍ତି ସାଂସଦ । ସଂସଦର ସଦସ୍ୟଙ୍କ ଦରମା ଓ ପେନସନ୍ (ସଂଶୋଧନ) ବିଲ,୨୦୨୦ ଆଜି ଲୋକସଭାରେ ପାରିତ ହୋଇଛି । ଏହା ଅଧୀନରେ…

ଦିଲ୍ଲୀରେ ସାଂସ୍କୃତିକ କେନ୍ଦ୍ର ଓ ପାଠାଗାର ପ୍ରତିଷ୍ଠା ପାଇଁ ଜମି ଆବଣ୍ଟନ କରିବାକୁ ଅନୁରୋଧ

ନୂଆଦିଲ୍ଲୀ ()  ନୂଆଦିଲ୍ଲୀରେ ଓଡ଼ିଶା ସାଂସ୍କୃତିକ କେନ୍ଦ୍ର ଓ ପାଠାଗାର ପ୍ରତିଷ୍ଠା ପାଇଁ ଶୀଘ୍ର ଜମି ଯୋଗାଇ ଦେବା ପାଇଁ ରାଜ୍ୟସଭା ସଦସ୍ୟ ଡଃ ସସ୍ମିତ ପାତ୍ର ରାଜ୍ୟସଭାରେ ଦାବି କରିଛନ୍ତି  । ସ୍ପେଶାଲ ମେନସନ ଜରିଆରେ ଶ୍ରୀ ପାତ୍ର ଏନେଇ କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ  ।…

ଭାରତରେ ଦୁଗ୍ଧ ଓ ଅଣ୍ଡା ଉତ୍ପାଦନ ୬ % ବୃଦ୍ଧି ପାଇଛି

ଭୁବନେଶ୍ୱର() ଅର୍ଥନୀତି ଉପରେ କୋଭିଡ-୧୯ ମହାମାରୀର ଗଭୀର ପ୍ରଭାବ ପଡିବା ସତ୍ୱେ ଭାରତରେ ଦୁଗ୍ଧ ଏବଂ ଅଣ୍ଡାର ଉତ୍ପାଦନ ୬% ବୃଦ୍ଧି ପାଇଛି ବୋଲି କହିଛନ୍ତି ଭାରତୀୟ କୃଷି ଅନୁସନ୍ଧାନ ପରିଷଦ(ଆଇସିଏଆର୍)ର ମହା ନିଦେ୍ର୍ଧଶକ ଓ କୃଷି ଗବେଷଣା ଓ ଶିକ୍ଷା ବିଭାଗର ସଚିବ ଡ. ତି୍ରଲୋଚନ ମହାପାତ୍ର…

ସ୍ୱଚ୍ଛତା ରକ୍ଷା ପାଇଁ ଇ-ମଷ୍ଟର ରୋଲର ବ୍ୟବସ୍ଥା

ଭୁବନେଶ୍ୱର ()  ୨୦୨୧ ଜାନୁଆରୀ ପହିଲା ସୁଦ୍ଧା ସବୁ ବିଭାଗରେ ଇ-ମଷ୍ଟର ରୋଲ ବ୍ୟବସ୍ଥା କାର୍ଯ୍ୟକାରୀ ହେବ  । ଏନେଇ ପଦକ୍ଷେପ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭାଗଗୁଡ଼ିକୁ ନିଦେ୍ର୍ଧଶ ଦେଇଛନ୍ତି  । ଅକ୍ଟୋବର ୨ରୁ ୫ଟି କାର୍ଯ୍ୟକ୍ରମ ଅଧିନରେ ଇ-ମଷ୍ଟର ରୋଲ ବ୍ୟବସ୍ଥାର…

ଦେଖିବା କିଏ କାହାକୁ ଫିକ୍ସ କରୁଛି

ମୁମ୍ବାଇ() କଙ୍ଗନା ରଣାୱତ ଏବଂ ମହାରାଷ୍ଟ୍ର ସରକାରଙ୍କ ମଧ୍ୟରେ ବିବାଦ ଶେଷ ହେବାରେ ନାଁ ନେଉନି। କଙ୍ଗନା ରଣାୱତ କ୍ରମାଗତ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଏବଂ ଶିବସେନା ନେତା ସଞ୍ଜୟ ରାଉତଙ୍କ ଉପରେ ହମଲା କରୁଛନ୍ତି। ଏବେ ଅଭିନେତ୍ରୀ କଙ୍ଗନା ଉଦ୍ଧବ ଠାକରେଙ୍କ ପୁଅ ଆଦିତ୍ୟ ଠାକରେଙ୍କୁ…

ଜୟାଙ୍କୁ ଏମିତି ଜବାବ ଦେଲେ କଙ୍ଗନା

ନୂଆଦିଲ୍ଲୀ () ବଲିଉଡ୍ ଅଭିନେତ୍ରୀ କଙ୍ଗନା ରଣାଓ୍ବତ କିଛି ଦିନ ହେବ ଚର୍ଚାରେ ଅଛନ୍ତି। ​‌ସେ କେବଳ ମୁମ୍ବାଇ ପୋଲିସ୍ ଓ ମହାରାଷ୍ଟ୍ର ସରକାରଙ୍କୁ ଟାର୍ଗେଟ କରି ନାହାନ୍ତି ବରଂ ବଲିଉଡରେ ନେପୋଟିଜମ୍, ଗ୍ୟାଙ୍ଗଜମ ଓ ଡ୍ରଗ୍ଦକୁ ନେଇ ମଧ୍ୟ ଖୁଲାସା କରିଛନ୍ତି। ଯାହାକୁ ବହୁ ବଲିଉଡ୍…

କ୍ୟାବିନେଟରେ ୩ ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ୱର() ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହୋଇଥିବା ରାଜ୍ୟ କ୍ୟାବିନେଟ ବୈଠକରେ ୩ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି । ବାଲେଶ୍ୱର ସୁବର୍ଣ୍ଣରେଖା ନଦୀରେ ଉଚ୍ଚସ୍ତରୀୟ ସେତୁ ନିର୍ମାଣ ପାଇଁ ନିଷ୍ପତ୍ତି ନିଆଯାଇଛି । ସେତୁ ନିର୍ମାଣ ପାଇଁ ୧୩୮ କୋଟି ୭୪ ଲକ୍ଷ ୪୮ ହଜାର…

ଓଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର()  ରାଜ୍ୟ ସରକାର ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌)ସ୍ତରରେ ଏକ ଅଦଳବଦଳ କରିଛନ୍ତି। କମିଶନର ଫର ଡିପାର୍ଟମେଣ୍ଟାଲ ଇନ୍‌କ୍ୱାରୀରେ ଥିବା ଆଲୋକ କୁମାର କରଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଭାବେ ଅବସ୍ଥାପିତ କରାଯାଇଛି । ସେହିଭଳି ସମ୍ବଲପୁର ଏଡିଏମ୍‌…

ଆଜି ଆଉ ୮ ମୁଣ୍ଡ ନେଲା କରୋନା, କଟକରୁ ସର୍ବାଧିକ

ଭୁବନେଶ୍ୱର() ଆଜି ରାଜ୍ୟରେ ୩୬୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୮ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୬୪୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି କଟକରୁ…