Odia News Portal

ଆଜି ଆଉ ୩୬୪୫ କରୋନା ପଜିଟିଭ୍, ସଂକ୍ରମିତଙ୍କ ସଂଖ୍ୟା ୧ ଲକ୍ଷ ୫୮ ହଜାର ପାର

ଭୁବନେଶ୍ବର() ୨୪ ଘଣ୍ଟା ମଧ୍ୟରେ ୩୬୪୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୫୮୬୫୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ…

କିଛି ଲୋକ ଜାଣିଶୁଣି ବଲିଉଡ଼କୁ ବଦନାମ କରୁଛନ୍ତି 

ନୂଆଦିଲ୍ଲୀ()  ବଲିଉଡ଼କୁ ଜାଣିଶୁଣି ବଦନାମ କରାଯାଉଛି । କିଛି ଲୋକ ବଦନାମ କରୁଛନ୍ତି  । ତେଣୁ ସରକାର ବଲିଉଡ଼ ସପକ୍ଷରେ ବାହାରନ୍ତୁ ବୋଲି ଜୟା ବଚ୍ଚନ କହିଛନ୍ତି  । ଏପରିକି ବିଜେପି ସାଂସଦ ରବି କିଶନଙ୍କ ନାଁ ନନେଇ ସେ କହିଛନ୍ତିଯେ, କିଛି ଲୋକ ଯେଉଁ ଥାଳିରେ ଖାଉଛନ୍ତି, ସେଇ…

ପ୍ରଦୀପ ମହାରଥୀଙ୍କୁ କରୋନା

ଭୁବନେଶ୍ୱର () ରାଜ୍ୟରେ ଆଉ ଜଣେ ବିଧାୟକ କରୋନା ପଜିଟିଭ । ପିପିଲ ବିଧାୟକ ପ୍ରଦୀପ ମହାରଥୀ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏନେଇ ସେ ନିଜେ ସୋସିଆଲ୍‌ ମିଡିଆ ଜରିଆରେ ସୂଚନା ଦେଇଛନ୍ତି । ପିପିଲି ବିଧାୟକ ପ୍ରଦୀପ ମହାରଥୀ ନିଜେ ସୋସିଆଲ ମିଡିଆରେକରୋନା ସଂକ୍ରମିତ ହୋଇଥିବା ସୂଚନା…

ଭୁବନେଶ୍ୱରରୁ ଆଉ ୩୫୧ କରୋନା ଆକ୍ରାନ୍ତ ଚିହ୍ନଟ, ୨୩୮ ଲୋକାଲ କେସ

ଭୁବନେଶ୍ୱର() ଆଜି  ଭୁବନେଶ୍ୱରରୁ ୩୫୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ଚିହ୍ନଟ ହୋଇଥିବା ୩୫୧ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୧୩ ଓ ସ୍ଥାନୀୟ ଅଞ୍ଚଳରୁ ୨୩୮ ଜଣ ଚିହ୍ନଟ ହୋଇଛନ୍ତି ।  ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି । ବର୍ତ୍ତମାନ ସୁଦ୍ଧା…

୨୯ରୁ ବିଧାନସଭା ମୌସୁମୀ ଅଧିବେଶନ

ଭୁବନେଶ୍ୱର() ସେପ୍ଟେମ୍ବର ୨୯ରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବ । ଏନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି । ୭ଅକ୍ଟୋବର ପର୍ଯ୍ୟନ୍ତ ଏହି ଅଧିବେଶନ ଚାଲିବ କିନ୍ତୁ ପ୍ରଶ୍ନକାଳ ରହିବନି । ରବିବାରରେ ମଧ୍ୟ ଗୃହକାର୍ଯ୍ୟ ଚାଲିବ । ବରିଷ୍ଠ ବିଧାୟକ ଭିଡ଼ିଓ କନଫରେନ୍ସିଂରେ…

୨୪ ଘଣ୍ଟା ପାଇଁ ସତର୍କ ରୁହ ୪ ଜିଲ୍ଲା

ଭୁବନେଶ୍ୱର() ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି । ଲଘୁଚାପ ପ୍ରଭାବରେ ରାଜ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଗାମୀ ୨୪ ଘଣ୍ଟା ପାଇଁ ରାଜ୍ୟର ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ୪ଟି ଜିଲ୍ଲାଗୁଡିକ…

ହରିବଂଶ ରାଜ୍ୟସଭା ଉପାଧ୍ୟକ୍ଷ

ନୂଆଦିଲ୍ଲୀ() ଦ୍ୱିତୀୟ ଥର ପାଇଁ ଜେଡିୟୁ ସାଂସଦ ହରିବଂଶ ନାରାୟଣ ସିଂ ରାଜ୍ୟସଭା ଉପାଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି । ଏନଡିଏ ପକ୍ଷରୁ ହରିବଂଶ ରାଜ୍ୟସଭା ଉପାଧ୍ୟକ୍ଷର ପ୍ରାର୍ଥୀ ହୋଇଥିଲେ । ବାଚନିକ ଭୋଟରେ ହରିବଂଶ ନିର୍ବାଚିତ ହୋଇଛନ୍ତି । ହରିବଂଶଙ୍କ ବିରୋଧରେ ପ୍ରାର୍ଥୀ ହୋଇଥିଲେ…

ନଦୀୟା ବିହାରୀ ମହାନ୍ତିଙ୍କ ଦେହାନ୍ତ

ଭୁବନେଶ୍ବର() କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଶିଶୁ ସାହିତ୍ୟିକ ତଥା ଆକାଶବାଣୀର ଅବସରପ୍ରାପ୍ତ ପ୍ରଯୋଜକ ନଦୀୟା ବିହାରୀ ମହାନ୍ତିଙ୍କ କଟକର ଏକ ଘରୋଇ ହସ୍‌ପିଟାଲ୍‌ରେ ପରଲୋକ ହୋଇଯାଇଛି। ମୃତ୍ୟୁବେଳକୁ ତାଙ୍କୁ ୯୦ବର୍ଷ ବୟସ ହୋଇଥିଲା। ନଦୀୟା ବିହାରୀ ମହାନ୍ତିଙ୍କ ପରଲୋକ…

ରିୟାଙ୍କୁ ଡ୍ରଗ୍ସ ଯୋଗାଉଥିଲେ ସାରା

ମୁମ୍ବାଇ() ବଲିଉଡ଼ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ହତ୍ୟା ମାମଲରେ ଜଡିତ ଥିବା ଡ୍ରଗ୍ସ ମାମଲାରେ ନାକ୍ରୋଟିକସ କଣ୍ଟ୍ରୋଲ ବୁ୍ୟରୋ (ଏନସିବି) ପୁଣି ଛଅ ଜଣ ନିଶା ମାଫିଆଙ୍କୁ ଗିରଫ କରିଛି  ।  ଏମାନଙ୍କ ମଧ୍ୟରୁ ୫ ମୁମ୍ବାଇ ଓ ଜଣେ ଗୋଆରୁ ବୋଲି  ଜଣାପଡିଛି  । କୁହାଯାଇଛି ଯେ…

ଅଧିବେଶନର ପ୍ରଥମ ଦିନ, ୧୭ ସାଂସଦଙ୍କୁ କରୋନା

ନୂଆଦିଲ୍ଲୀ()  ସଂସଦର ମୌସୁମୀ ଅଧିବେଶନର ଆଜି ପ୍ରଥମ ଦିନ । ପ୍ରଥମ ଦିନରେ ଟେଷ୍ଟ ପରେ ୧୭ଜଣ ସାଂସଦଙ୍କ କରୋନା ରିପୋର୍ଟ ପଜିଟିଭ ଆସିଥିବା ନେଇ ସୂଚନା ମିଳିଛି । ସାଂସଦ ମିନାକ୍ଷୀ ଲେଖୀ, ଅନନ୍ତ କୁମାର ହେଗଡ଼େ, ପରଭେଶ ସାହିବ ସିଂଙ୍କ ସମେତ ୧୭ଜଣ ସାଂସଦଙ୍କ କରୋନା ରିପୋର୍ଟ ପଜିଟିଭ ଆସିଛି…