Odia News Portal

ବିଧାୟକ ସୁଧୀର ସାମଲଙ୍କୁ କରୋନା

ଢ଼େଙ୍କାନାଳ ବିଧାୟକ ସୁଧୀର ସାମଲଙ୍କୁ କରୋନା ହୋଇଥିବା ସୂଚନା ମିଳିଛି । କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି । ଏହାସହ ସେ ସଙ୍ଗରୋଧରେ ଅଛନ୍ତି ବୋଲି କହିଛନ୍ତି । ଗତ କିଛି ଦିନ ଭିତରେ ତାଙ୍କ ପିଏସଓଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ…

ଗଣଶିକ୍ଷା ମନ୍ତ୍ରୀଙ୍କୁ କରୋନା

ଭୁବନେଶ୍ୱର() ପୁଣି ଜଣେ ରାଜନେତା କରୋନାରେଆକ୍ରାନ୍ତ ହୋଇଛନ୍ତି । ସେ ହେଉଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ତାଙ୍କ ପତ୍ନୀ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି ।  ଉଭୟଙ୍କୁ କରୋନା ନେଇ ମନ୍ତ୍ରୀ ଶ୍ରୀ ଦାସ ନିଜେ ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି । ଏଥିସହ ଆମେ ସୁସ୍ଥ ଅଛୁ । ଆମ…

ଅଜିତଙ୍କ ଶେଷକୃତ୍ୟ ସମ୍ପନ୍ନ

ଭୁବନେଶ୍ୱର()  ପଞ୍ଚଭୂତରେ ଲୀନ ହେଲେ ଅଭିନେତା ଅଜିତ ଦାଶ । ସତ୍ୟନଗର ମଶାଣିରେ ଅଜିତଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯାଇଛି । ଅଜିତଙ୍କୁ ମୁଖାଗ୍ନି ଦେଇଛନ୍ତି ତାଙ୍କ ବଡ଼ ଝିଅ ସୁଚିସ୍ମିତା । ପ୍ରଥମେ ଅଜିତ ଦାସଙ୍କୁ ଗାର୍ଡ଼ ଅଫ ଅନର ସହ ସତ୍ୟନଗରରେ ବିଦାୟ ଦିଆଯାଇଥିଲା । ଏହାପରେ ଅନ୍ତିମ…

ନବୀନଙ୍କ ଉପରେ ଚୀନର ନଜର

ଭୁବନେଶ୍ୱର() ଚୀନ ସ୍କାନରେ ଭାରତର ବହୁ ବରିଷ୍ଠ ନେତା ଓ ମନ୍ତ୍ରୀ ଥିବା ଜଣାଯାଇଛି ।  ଏନେଇ ଏକ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ଆଲୋଡ଼ନ ସୃଷ୍ଟି ହୋଇଛି ।  ଦେଶର ପ୍ରାୟ ୧୦ ହଜାରର ନେତାଙ୍କ ଉପରେ ଚୀନ ନଜର ରଖିଥିବା ଉକ୍ତ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି ।  ଭାରତର…

ସମୀର ମହାନ୍ତିଙ୍କୁ କରେନା

ଭୁବନେଶ୍ୱର() ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତିଙ୍କୁ କରେନା ହୋଇଥିବା ସୂଚନା ମିଳିଛି । କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି । ଏହାସହ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଭଲ ଥିବା ଓ ସେ ଡାକ୍ତରଙ୍କ ପରାମର୍ଶ କ୍ରମେ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି…

ଡକ୍ଟର ଦେବ୍ ମହାନ୍ତି ପବ୍ଲିକସ୍କୁଲରେ ସଫଳତାର ସହ ନିଟ୍ ପରୀକ୍ଷା ପରିଚାଳନା

ସାଲେପୁର()  ଡକ୍ଟର ଦେବ୍ ମହାନ୍ତି ପବ୍ଲିକସ୍କୁଲ ଖଣ୍ଡସାହିରେ ନିଟ୍ (NEET) ପରୀକ୍ଷା ସେଣ୍ଟର । କଟକ ଜିଲ୍ଲା ନିଶ୍ଚିନ୍ତ କୋଇଲି ଖଣ୍ଡସାହି ଠାରେ ଥିବା ଡକ୍ଟର ଦେବ୍ ମହାନ୍ତି ପବ୍ଲିକସ୍କୁଲରେ ନିଟ୍ ସେଣ୍ଟର ହୋଇଛି । କଟକ ଜିଲ୍ଲାର ଗ୍ରାମାଞ୍ଚଳରେ ପ୍ରଥମକରି ଏହି ସ୍କୁଲରେ ନିଟ ପରୀକ୍ଷା…

ଆଜି ଆଉ ୧୧ ମୁଣ୍ଡ ନେଲା କରୋନା, କଟକରୁ ୪

ଭୁବନେଶ୍ୱର() ଆଜି ରାଜ୍ୟରେ ୪୧୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୧ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୬୩୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି କଟକରୁ…

ଦିନକରେ ୪ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ୭୫୮

ଭୁବନେଶ୍ବର() ଆଜି ରାଜ୍ୟର ୩୦ ଜିଲ୍ଲାରୁ ସର୍ବାଧିକ ୪,୧୯୮ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୪୭୬ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୭୨୨ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୫୫,୦୦୫ କୁ ବୃଦ୍ଧି ପାଇଛି । ଏନେଇ…

ହରିବଂଶଙ୍କୁ ସମର୍ଥନ ଘୋଷଣା

ନୂଆଦିଲ୍ଲୀ() ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନ ପ୍ରସଙ୍ଗରେ ଜେଡିୟୁ ପ୍ରାର୍ଥୀ ହରିବଂଶ ନାରାୟଣ ସିଂଙ୍କୁ ସମର୍ଥନ କରିବ ବିଜେଡି । ହରିବଂଶଙ୍କୁ ସମର୍ଥନ ନେଇ ଆଜି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ସକାଳେ ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କଥା ହୋଇଥିଲେ…

ଶଶି ଭୂଷଣ ବେହେରାଙ୍କୁ କରୋନା

କେନ୍ଦ୍ରାପଡା() ସାରା ରାଜ୍ୟରେ କରୋନା ମହାମାରୀ ବଢି ବଢି ଚାଲିଛି । ଏହାରି ମଧ୍ୟରେ କେନ୍ଦ୍ରପଡା ବିଧାୟକ ଶଶି ଭୂଷଣ ବେହେରା କରୋନାରେ ସଂକ୍ରମିତ ହୋଇଛନ୍ତି । ପଜିଟିଭ୍ ଚିହ୍ନଟ ନେଇ ଖୋଦ୍ ବିଧାୟକ ଟ୍ୱିଟ ଜରିଆରେ ସୂଚନା ଦେଇଛନ୍ତି । ଏହା ସହ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କୋଭିଡ…