ସମ୍ କୋଭିଡ ଓ ସମ୍ ଅଲ୍ଟିମେଟ୍ ରେ ୮୭ ବର୍ଷୀୟ ବରିଷ୍ଠ ନାଗରିକଙ୍କର ସଫଳ ଚିକିତ୍ସା
ଭୁବନେଶ୍ୱର() କରୋନା ମହାମାରୀକୁ ପରାସ୍ତ କରିଛନ୍ତି ୮୭ ବର୍ଷର ବରିଷ୍ଠ ନାଗରିକ । ଭୁବନେଶ୍ୱର ସ୍ଥିତସମ୍ କୋଭିଡ ହସ୍ପିଟାଲ୍ ଏବଂ ସମ୍ ଅଲ୍ଟିମେଟ୍ ମେଡିକେୟାରରେ ଚିକିତ୍ସିତ ହେବା ପରେ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ବରିଷ୍ଠ ନାଗରିକ କୃପାସିନ୍ଧୁ ସାହୁ ।
ବରିଷ୍ଠ ନାଗରିକ ସଂଘର…
