ଜିଲ୍ଲାପାଳଙ୍କ ଅଫିସରେ କରୋନା : ଅଫିସ୍ ୭୨ଘଣ୍ଟା ସଟ୍ଡାଉନ୍
ବରଗଡ଼ : ଓଡିଶାରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ପ୍ରତିଦିନ ହଜାର ହଜାର କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । କରୋନା ସଂକ୍ରମଣ ରୋକିବାକୁ ରାଜ୍ୟ ସରକାର ଓ ଜିଲ୍ଲା ପ୍ରଶାସନ ବିଭିନ୍ନ ପଦକ୍ଷେପ ନେଉଛନ୍ତି । କିନ୍ତୁ ସଂକ୍ରମଣ ଗ୍ରାଫ ଉପରମୁହାଁ ହୋଇଚାଲିଛି ।…
