Odia News Portal

ଯାଜପୁର ଜିଲ୍ଲାରେ ବନ୍ୟା ସ୍ଥିତି ସଙ୍ଗୀନ୍

ଯାଜପୁର: ଯାଜପୁର ଜିଲ୍ଲାରେ ବନ୍ୟା ସ୍ଥିତି ସଙ୍ଗୀନ୍। ଜିଲ୍ଲାର ୧୦ଟି ବ୍ଲକ ପ୍ରଭାବିତ ହୋଇଛନ୍ତି। ତା ମଧ୍ୟରୁ ଯାଜପୁର ରସୁଲପୁର ବ୍ଲକ ବିଶେଷ ଭାବେ ପ୍ରଭାବିତ ହୋଇଛି। ବ୍ଲକର ବନ୍ଧଢିହଠାରେ ବ୍ରାହ୍ମଣୀ ନଦୀରେ ଭାସିଗଲା ଦୁଇ ମହଲା ଘର । ତାସ୍‌ ଭଳି ଘରଟି ଭୁଶୁଡି ପଡି ନଦୀ ଗର୍ଭରେ…

ଭିଡ଼ିଓ କନ୍ଫରେନ୍ସରେ ସୋଆ ଏନ୍ଏସ୍ଏସ୍

ଭୁବନେଶ୍ୱର() କରୋନା ମହାମାରୀକୁ ନେଇ ସାରା ବିଶ୍ୱ ଚିନ୍ତିତ । ଭାରତ ସରକାର ତଥା ଓଡ଼ିଶା ସରକାର ମଧ୍ୟ ଏହି କରୋନା ମହାମାରୀଠାରୁ କିପରି ଜନସାଧାରଣକୁ ସୁରକ୍ଷିତ ରଖାଯିବ ତାହାକୁ ନେଇ ଅନେକ ପ୍ରଚେଷ୍ଟା ଜାରି ରଖିଛନ୍ତି । ଲକ୍ଡାଉନ୍ ଓ ସଟ୍ଡାଉନ୍ ମଧ୍ୟରେ ଅନେକ ଶିକ୍ଷାନୁଷ୍ଠାନ ଅନ୍ଲାଇନ୍…

ହାଇକୋର୍ଟ ଗଲେ ବିଦ୍ୟାଶ୍ରୀ

ଭୁବନେଶ୍ୱର()   ବହୁଚର୍ଚ୍ଚିତ  ସମାଜସେବୀ ଆଦିତ୍ୟ ଦାଶ ମୃତୁ୍ୟ  ମାମଲାରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ଏହି ମାମଲାରେ ଆଦିତ୍ୟଙ୍କ ପତ୍ନୀ ବିଦ୍ୟାଶ୍ରୀ ହାଇକୋର୍ଟଙ୍କ  ଦ୍ୱାରସ୍ଥ ହୋଇଛନ୍ତି ।  କେବଳ ବିଦ୍ୟାଶ୍ରୀ ନୁହନ୍ତି,  ଆଦିତ୍ୟଙ୍କ ବାପା ଓ ମା’ ହାଇକୋର୍ଟଙ୍କ ଦ୍ୱାରସ୍ଥ…

ମହାନଦୀରେ ଆସୁଛି ବଡ ବନ୍ୟା

ଭୁବନେଶ୍ୱର()  ମହାନଦୀରେ  ମଧ୍ୟମରୁ ବଡ଼ ଧରଣର  ବନ୍ୟା ଆସୁଛି । ଏଭଳି ସୂଚନା ଦେଇଛନ୍ତି ଜଳସମ୍ପଦ ବିଭାଗ  ସର୍ବୋଚ୍ଚ ଯନ୍ତ୍ରୀ ଜ୍ୟୋତିର୍ମୟ ରଥ ।  ସେ କହିଛନ୍ତି ଯେ, ମହାନଦୀର ଉପରମୁଣ୍ଡରେ ଛତିଶଗଡ଼ରେ  ପ୍ରବଳ ବର୍ଷା ହୋଇଛି ।  ସକାଳ ସୁଦ୍ଧା ଉପରମୁଣ୍ଡରେ ୨୦୦ ମିମି ବର୍ଷା ରେକର୍ଡ…

କରୋନା ନେଲା ଆଉ ୮ ମୁଣ୍ଡ, ମୃତ୍ୟୁ ସଂଖ୍ୟା ୪୫୬କୁ ବୃଦ୍ଧି

ଭୁବନେଶ୍ୱର() ରାଜ୍ୟରେ ଆଜି ୩୬୮୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୮ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଗଞ୍ଜାମ ଓ ଖୋର୍ଦ୍ଧା ଜିଲ୍ଳାରୁ ୨ଜଣ ଲେଖାଏଁ, ବରଗଡ଼, ଭଦ୍ରକ, ବଲାଙ୍ଗୀର ଓ ରାୟଗଡ଼ାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ଓଡ଼ିଶାରେ…

ୟୂଜି, ପିଜି ପରୀକ୍ଷା ହେବ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ() ୟୁଜି ଓ ପିଜି ପରୀକ୍ଷା ନେଇ ଆସିଲା ବଡ଼ ଖବର । ସେପ୍ଟେମ୍ବର ଶେଷ ସୁଦ୍ଧା ୟୁଜି ଓ ପିଜି ପରୀକ୍ଷା ହେବ । ପରୀକ୍ଷା ବାତିଲ ନେଇ କରାଯାଇଥିବା ଆବେଦନକୁ ସୁପ୍ରିମକୋର୍ଟ ଆଜି ଖାରଜ କରିଛନ୍ତି । ୟୁଜିସିରେ ଜୁଲାଇ ୬ ନିର୍ଦ୍ଦେଶକୁ କାଏମ ରଖିଚନ୍ତି କୋର୍ଟ । ସେପ୍ଟେମ୍ବର ସୁଦ୍ଧା…

ଆଜି ଆଉ ୩୬୮୨ ପଜିଟିଭ, ଆକ୍ରାନ୍ତଙ୍କ ସଂଖ୍ୟା ୯୪ ହଜାର ପାର

ଭୁବନେଶ୍ୱର() ରାଜ୍ୟରେ ଆଜି ସର୍ବାଧିକ ୩୦ ଜିଲ୍ଲାରୁ ୩୬୮୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨୨୪୧ ଓ ସ୍ଥାନୀୟ ଅଞ୍ଚଳରୁ ୧୪୪୧ ଜଣ ଚିହ୍ନଟ ହୋଇଛନ୍ତି ।ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୪୬୬୮କୁ ବୃଦ୍ଧି…

ପୁଣି ସିବିଆଇ କାର୍ଯ୍ୟାଳୟରେ ରିୟା

ମୁମ୍ବାଇ()  ସୁଶାନ୍ତ ସିଂହ ରାଜପୁତ ମାମଲାର ତଦନ୍ତ ଭାର ସିବିଆଇ ନେବା ପରେ ଖୋଳତାଡ଼ ଜୋର ଧରିଛି  । ସିବିଆଇରେ ଆଜି ହାଜର ହୋଇଛନ୍ତି ରିୟା ଚକ୍ରବର୍ତୀ  । ଭାଇ ସୌଭିକଙ୍କ ସହ ସେ ସିବିଆଇ କାର୍ଯ୍ୟାଳୟରେ ପହଁଚିଛନ୍ତି  । ପୂର୍ବରୁ ସୌଭିକଙ୍କୁ ବହୁବାର ଜେରା ହୋଇଥିବାବେଳେ…

ଯୋଗାଣ ନିଗମରେ ଠିକା ନିଯୁକ୍ତି ପଛରେ ଗୋଦାମ ପ୍ରୀତି

ଭୁବନେଶ୍ୱର : ଅବସରପ୍ରାପ୍ତ ଅଧିକାରୀଙ୍କୁ ପୁଣି ଥରେ ଠିକା ନିଯୁକ୍ତି ଦେବାପାଇଁ ଓଡିଶା ରାଜ୍ୟ ଯୋଗାଣ ନିଗମ ଆଗ୍ରହ ପ୍ରକାଶ କରିବାପରେ ଏବେ ଏହାକୁ ନେଇ ଗୋଟିଏ ପରେ ଗୋଟିଏ ରୋଚକ ଘଟଣା ପଦାକୁ ଆସିବାରେ ଲାଗିଛି । ଠିକା ନିଯୁକ୍ତିକୁ ନେଇ କର୍ମଚାରୀମାନଙ୍କ ମଧ୍ୟରେ ଅସନ୍ତୋଷ ବଢୁଥିବାବେଳେ ଏ…

ଆଜିଠୁ ରାଜଧାନୀରେ ଦ୍ୱିତୀୟ ପର୍ଯ୍ୟାୟ ସେରୋ ସର୍ଭେ

ଭୁବନେଶ୍ୱର, : କରୋନା ସଂକ୍ରମଣ ହାର ଜାଣିବାକୁ ରାଜଧାନୀରେ ହେବ ଦ୍ୱିତୀୟ ପର୍ଯ୍ୟାୟ ସେରୋ ସର୍ଭେ। ଚଳିତ ସପ୍ତାହର ଶୁକ୍ରବାର ଓ ଶନିବାର ଦୁଇଦିନ ଧରି ରାଜଧାନୀର ୨୫ଟି ୱାର୍ଡରେ ସେରୋ ସର୍ଭେ କରାଯିବ। ଏଥର ୧୫୦୦ରୁ ଅଧିକ ଲୋକଙ୍କ ନମୁନା ପରୀକ୍ଷା କରିବାକୁ ଲକ୍ଷ୍ୟ ରଖାଯାଇଛି। ୨୮ ଦିନ…