ବିଧାୟକଙ୍କ ସିଟ୍ ସମ୍ପୁଖରେ କାଚ
ଭୁବନେଶ୍ବର() ଚଳିତ ଥର ସମ୍ପୂର୍ଣ୍ଣ ସଂସଦ ଢ଼ାଞ୍ଚାରେ ବିଧାନସଭାର ମୌସୁମୀ ଅଧିବେଶନ ଚାଲିବ । ବିଧାନସଭାର ମୌସୁମୀ ଅଧିବେଶନରେ ପ୍ରଶ୍ନକାଳ ରହିବନାହିଁ । ବସିବା ବେଳେ ବିଧାୟକମାନେ ୪ ଫୁଟ୍ ଦୂରତା ବଜାୟ ରଖିବେ । ଦର୍ଶକ ଗ୍ୟାଲେରିରେ ବି ବିଧାୟକମାନେ ବସିବେ । ଏନେଇ ୧୪୫ଟି ଆସନ ପ୍ରସ୍ତୁତ…
