ଯୁକ୍ତ ୨ କଳା ରେଜଲ୍ଟ ପ୍ରକାଶ
ଭୁବନେଶ୍ୱର() ଆଜି ପ୍ରକାଶ ପାଇଛି +୨ କଳା ପରୀକ୍ଷା ରେଜଲ୍ଟ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ସମୀର ଦାସ ସୂଚନା ଦେଇଛନ୍ତି । ଯୁକ୍ତ ୨ କଳାରେ ପାସ୍ ହାର ୬୭.୫୬ ପ୍ରତିଶତ ରହିଛି ।
ତେବେ ଚଳିତ ବର୍ଷ ୨ ଲକ୍ଷ ୧୯ ହଜାର ୭୧୬ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ସେମାନଙ୍କ ମଧ୍ୟରୁ…
