ଏହିସବୁ ଜିଲ୍ଲାକୁ ରେଡ୍ ଓ୍ବାର୍ଣ୍ଣିଂ ଜାରି
ଭୁବନେଶ୍ବର() ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା । ଲଘୁଚାପ ପ୍ରଭାବରେ ବଢିବ ବର୍ଷାର ପରିମାଣ । ପଶ୍ଚିମ ଓଡିଶାର ୭ ଜିଲ୍ଲାକୁ ରେଡ୍ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଏହି ଓ୍ବାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
୭ ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି…
