ଦୋକାନରେ ଏକାସାଙ୍ଗେ ୮ଟି ଗ୍ୟାସ୍ ସିଲିଣ୍ଡର ଫାଟି ବିସ୍ଫୋରଣ
ବାଲେଶ୍ବର ମେରାଇନ୍ ଥାନା ବଳରାମଗଡ଼ିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିବାର ଖବର ମିଳିଛି। ଏଠାରେ ଏକ ଦୋକାନରେ ଏକସାଙ୍ଗେ ୮ଟି ଗ୍ୟାସ୍ ସିଲିଣ୍ଡର ଫାଟି ବିସ୍ଫୋରଣ ହୋଇଛି। ସକାଳ ୬ଟା ବେଳେ ଏଭଳି ଘଟଣା ଘଟିଛି।
ବଳରାମଗଡ଼ିରେ ଏକ ଅଣଲାଇସେନସ୍ ପ୍ରାପ୍ତ ସିଲିଣ୍ଡର ବ୍ୟବସାୟୀଙ୍କ ଦେକାନରେ!-->!-->!-->…
