କରୋନା ନେଲା ଆଉ ୧୦ ମୁଣ୍ଡ, ଜାଣନ୍ତୁ ମୃତକଙ୍କ ତଥ୍ୟ
ଭୁବନେଶ୍ୱର() ଆଜି ରାଜ୍ୟରେ ୨୬୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୯୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ତେବେ ଆଜି…
