୨୦ ଲକ୍ଷ ଟଙ୍କାର ରୂପା ଜବତ, ୩ଜଣ ଗିରଫ
ବ୍ରହ୍ମପୁର: ବ୍ରହ୍ମପୁରରୁ ଆନ୍ଧ୍ରକୁ ରୂପା ଚାଲାଣ ବେଳେ ପୋଲି ହାତରେ ଧରାପଡ଼ିଛନ୍ତି ଚାଲାଣକାରୀ। ଓଡ଼ିଶା ପୋଲିସ ଠାରୁ ଖସି ଯାଇଥିବା ବେଳେ ଇଚ୍ଛାପୁରରେ ଆନ୍ଧ୍ର ପୋଲିସ ଦ୍ବାରା ଗିରଫ ହୋଇଛନ୍ତି ତିନି ଜଣ ଅଭିଯୁକ୍ତି । ଏହି ତିନି ଜଣ ଅଭିଯୁକ୍ତଙ୍କ ଠାରୁ ଇଚ୍ଛାପୁର ପୋଲିସ ୬୧ କେଜିର…
