ଲୁଟ କରିବାର ଭିନ୍ନ ତରିକା, ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ
ଛତ୍ରପୁର : ଗଞ୍ଜାମ ଜିଲ୍ଲା ଛତ୍ରପୁର କୋର୍ଟ ଷ୍ଟେସନ ନିକଟ ଗଳା ଶଙ୍ଖ ରାସ୍ତାରେ ଏକ ବଡ଼ ଧରଣରୁ ଲୁଟ କରିଛନ୍ତି ଲୁଟେରା । ବ୍ୟବସାୟୀଙ୍କୁ ଆକ୍ରମଣ କରି ପ୍ରାୟ ୭ ଶହ ଗ୍ରାମ ସୁନା ଓ ୨୦ କିଲୋଗ୍ରାମ ରୁପା ଲୁଟି ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି ଦୁର୍ବୃତ୍ତ । ସୁନା ବ୍ୟବସାୟୀ ନିଜ…
