କଟକ ସହରରୁ ଆଉ ୧୨୫ କରୋନା ପଜିଟିଭ୍
କଟକ() କଟକ ସହରରୁ ମଙ୍ଗଳବାର ୧୨୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହା ସହ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩୬୫୩ରେ ପହଁଚିଛି ।
ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସ୍ଥାନୀୟ ସଂକ୍ରମିତ ୩୪ ଜଣ ରହିଥିବା ବେଳେ କ୍ୱାରେଣ୍ଟାଇନରୁ ୯୧ଜଣ ରହିଛନ୍ତି ।
ସୂଚନାଯୋଗ୍ୟ, କଟକ…
