ଆଉ ୬ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୯୭କୁ ବୃଦ୍ଧି
ଭୁବନେଶ୍ବର () ଓଡିଶାରେ ଆଜି ଆଉ ୬ ଜଣ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା । ମୃତକଙ୍କ ମଧ୍ୟରୁ ଗଞ୍ଜାର ଜିଲ୍ଲାରୁ ୫ ଜଣ ସଂକ୍ରମିତ ଥିବା ବେଳେ ଗଜପତି ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ କରୋନାରେ ମୃତ୍ୟୁ ଘଟିଛି। ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୯୭ କୁ ବୃଦ୍ଧି ପାଇଛି। ଏଥିସହିତ…
