ପୁଣି ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ
ପୁରୀ() ମାର୍ଚ୍ଚ ମାସରେ ବନ୍ଦ ରହିଥିବା ଉଚ୍ଛେଦ ପ୍ରକ୍ରିୟା ପୁଣି ଶୁକ୍ରବାର ଆରମ୍ଭ ହୋଇଛି। ଶ୍ରୀମନ୍ଦିର ଐତିହ୍ୟ କରିଡର ପରିସରରୁ ପୁଣି ଉଚ୍ଛେଦ କାର୍ଯ୍ୟ ଆଜିଠାରୁ ବିଧିବଦ୍ଧ ଭାବେ ଆରମ୍ଭ ହୋଇଛି।ଉପଜିଲାପାଳଙ୍କ ନେତୃତ୍ୱରେ ଏହି ଉଚ୍ଛେଦ କାର୍ଯ୍ୟ ବାସେଳିସାହି ମୌଜାରୁ କରାଯାଉଛି । ୭୫…
