ଓଡ଼ିଶାର କୌଣସି ବ୍ୟକ୍ତି ଅତ୍ୟାଧୁନିକ ଚିକିତ୍ସା ସୁବିଧାରୁ ବଞ୍ଚିତ ହେବେ ନାହିଁ
ଭୁବନେଶ୍ୱର() ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ଜରିଆରେ ଗୁରୁତର କୋଭିଡ ରୋଗୀଙ୍କ ଚିକିତ୍ସା ପାଇଁ କଟକ ଏସସିବି ମେଡିକାଲ କଲେଜରେ କୋଭିଡ ପ୍ଲାଜମା ବ୍ୟାଙ୍କ ଉଦଘାଟନ କରିଛନ୍ତି । ଏହା ଦ୍ୱାରା ପ୍ଲାଜମା ଥେରାପି ବ୍ୟବସ୍ଥା ଆରମ୍ଭ କରିଥିବା ଦେଶର ସ୍ୱଳ୍ପ କେତେକ…
