ଦାନା ବାନ୍ଧିଲା ଲଘୁଚାପ : ୧୪ ଜିଲ୍ଲାରେ ପ୍ରବଳରୁ ପ୍ରବଳତର ବର୍ଷା
ଭୁବନେଶ୍ୱର : ଦାନା ବାନ୍ଧିଲାଣି ଆଉ ଗୋଟିଏ ଲଘୁଚାପ । ବୁଧବାର ସୁଦ୍ଧା ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଏହି ଲଘୁଚାପ । ଆସନ୍ତା ୨ ଦିନ ରାଜ୍ୟରେ ବର୍ଷା ଲାଗି ରହିବ । ପ୍ରବଳରୁ ପ୍ରବଳତର ବର୍ଷା ହେବ ଉପକୂଳ, ଉତ୍ତର ଆଭ୍ୟନ୍ତରୀଣ ଏବଂ ପାଶ୍ୱର୍ବର୍ତ୍ତୀ ଜିଲ୍ଲାରେ । କେତେକ…
