୨୪ ଘଣ୍ଟାରେ ୨୭ ହଜାର ୧୧୪ ନୂଆ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ() ସାରା ଦେଶରେ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ମହାମାରୀ । ଏହାରି ମଧ୍ୟରେ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୨୨ ହଜାର ୧୨୩କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୧୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୨୭ ହଜାର ୧୧୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।…
