Odia News Portal

୧୧ ଓ ୧୩ରେ ସିବିଏସଇ ପରୀକ୍ଷା ଫଳ

ଭୁବନେଶ୍ୱର() ଆଜି ସିବିଏସଇ ପରୀକ୍ଷା ଫଳ ପ୍ରକାଶ ତାରିଖ ପ୍ରକାଶ ପାଇଛି । ଆସନ୍ତା ୧୧ ଓ ୧୩ରେ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇବ । ଜୁଲାଇ ୧୧ରେ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇବ । ସେହିପରି ୧୩ରେ ଦଶକ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇବା ନେଇ ସୂଚନା ମିଳିଛି ।…

ଭୁବନେଶ୍ବରରୁ ୩୨ ପଜିଟିଭ, ୧୮ ଲୋକାଲ କେସ

ଭୁବନେଶ୍ୱର() ଆଜି ରାଜ୍ୟରେ ୫୭୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୨ ଜଣ ଭୁବନେଶ୍ୱରର ହୋଇଥିବା ଜଣାପଡ଼ିଛି । ଚିହ୍ନଟ ହୋଇଥିବା ୩୨ଜଣଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୪ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ଏହାସହ ୭ଜଣ…

ଭିନିଲ କ୍ରିଷ୍ଣା ସିଏମଓ OSD

ଭୁବନେଶ୍ୱର() ପ୍ରଶାସନିକ ସ୍ତରରେ ଛୋଟ ଧରଣର ଅଦଳ ବଦଳ ହୋଇଛି । ଆଇଏଏସ ଭିନିଲ କ୍ରିଷ୍ଣାଙ୍କୁ ଅତିରିକ୍ତ ଦାୟିତ୍ୱ ମିଳିଛି । ସିଏମଓ କୋଭିଡ଼ ପରିଚାଳନାରେ ଓଏସଡ଼ି ହୋଇଛନ୍ତି ଭିନିଲ । ପୂର୍ବଭଳି ଓଏମସି ଏମଡ଼ି ଓ କ୍ରୀଡ଼ା ନିର୍ଦ୍ଦେଶକ ଭାବେ ମଧ୍ୟ ସେ କାର୍ଯ୍ୟ କରିବେ । ଲାଲା ମନୋଜ କୁମାର ରାୟ…

ଏମସ ଓପିଡି ବନ୍ଦ

ଭୁବନେଶ୍ୱର() ଆସନ୍ତାକାଲି  ଠାରୁ ଭୁବନେଶ୍ୱର ଏମସ ଓପିଡି ବନ୍ଦ ରହିବ । ଏନେଇ ଭୁବନେଶ୍ୱର ଏମସ ନିଦେ୍ର୍ଧଶିକା ବି.ଗୀତାଞ୍ଜଳି ସୂଚନା ଦେଇଛନ୍ତି । କର୍ମଚାରୀଙ୍କ ଅଭାବ ଦେଖାଦେବା ଯୋଗୁଁ ଓପିଡି ବନ୍ଦ ରହିବ । କିଛି କର୍ମଚାରୀ କରୋନା ପଜିଟିଭ ଆସିଥିବାରୁ କର୍ମଚାରୀ ଅଭାବ ଦେଖାଦେଇଛି । ଆଉ…

କରୋନା ପାଇଁ SRCଙ୍କ ନୂଆ ଗାଇଡଲାଇନ

ଭୁବନେଶ୍ୱର() ବାହାଘରରେ ୧୦ ବର୍ଷରୁ କମ୍‌ ପିଲା ଯୋଗ ଦେଇ ପାରିବେ ନାହିଁ । ସେହିପରି ୬୫ ବର୍ଷରୁ ଅଧିକ ବୟସ୍କ ମଧ୍ୟ ସାମିଲ ହେବେନି ଏଭଳି କାର୍ୟ୍ୟକ୍ରମରେ । ଖାଲି ସେତିକି ନୁହେଁ, ଗର୍ଭବତୀ ମହିଳା, ଅସୁସ୍ଥ ବ୍ୟକ୍ତି ମଧ୍ୟ ଯୋଗ ଦେଇପାରିବେନି । ଏହି କଟକଣାକୁ କଡ଼ାକଡ଼ି ଲାଗୁ କରିବା ପାଇଁ…

୩୦ ପ୍ରତିଶତ ନୁହେଁ ଅଧିକ ପାଠ୍ୟକ୍ରମ ବି ହ୍ରାସ ହୋଇପାରେ

ଭୁବନେଶ୍ୱର() ସିବିଏସଇ ନବମରୁ ଦଶମ ଶ୍ରେଣୀ ପାଠ୍ୟକ୍ରମ ୩୦ ପ୍ରତିଶତ ହ୍ରାସ ପ୍ରସଙ୍ଗରେ ନିଜର ପ୍ରତିକ୍ରିୟା ରଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ସେ କହିଛନ୍ତି ଯେ, ସିବିଏସଇର ନିଷ୍ପତ୍ତି ଉପରେ ବିଚାର କରାଯିବ । ଅଗଷ୍ଟରେ ସ୍ଥିତିକୁ ଦେଖି ସ୍କୁଲ ଖେଲିବା ନେଇ…

ଆସିଲା ଆଦିତ୍ୟ ଦାସଙ୍କ ପୋଷ୍ଟମର୍ଟମ ରିପୋର୍ଟ, ଜାଣନ୍ତୁ କେମିତି ହୋଇଥିଲା ମୃତ୍ୟୁ

ଭୁବନେଶ୍ୱର() ସମାଜସେବୀ ଆଦିତ୍ୟ ଦାସଙ୍କ ପୋଷ୍ଟମର୍ଟମ ରିପୋର୍ଟ ଆଜି ଆସିଛି । ମୁଣ୍ଡରେ ଶକ୍ତ ଆଘାତ ଯୋଗୁଁ ମୃତ୍ୟୁ ହୋଇଥିବା ରିପୋର୍ଟରେ ଉଲ୍ଲେଖ ହୋଇଛି । ଟ୍ରେନ ଆଘାତରେ ମୁଣ୍ଡ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିବା ରିପୋର୍ଟରୁ ତଥ୍ୟ ମିଳିଛି । ଜିଆରପି ପୋଲିସଙ୍କୁ ହସ୍ତାନ୍ତର…

ଭୁବନେଶ୍ବରରେ ଆରମ୍ଭ ହେଲା ଲ୍ୟାଣ୍ଡ ୟୁଜ ଇଣ୍ଟେଲିଜେନ୍ସ ସିଷ୍ଟମ

ଭୁବନେଶ୍ବର()  ଏଣିକି ଭୁବନେଶ୍ବରର ସବୁ ସରକାରୀ ଜମି ଉପରେ ନଜର ରଖିବ ସାଟେଲାଇଟ । ଏଥିପାଇଁ ଆଜିଠୁ ଆରମ୍ଭ ହୋଇଛି ବ୍ଲୁଇସ ସେବା ବା ଭୁବନେଶ୍ବର ଲ୍ୟାଣ୍ଡ ୟୁଜ ଇଣ୍ଟେଲିଜେନ୍ସ ସିଷ୍ଟମ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସେବାର ଶୁଭାରମ୍ଭ କରିଛନ୍ତି । ଏହି ସେବାରେ ରାଜଧାନୀର ସବୁ…

ଆଉ ୪ଜଣଙ୍କ କରୋନା ଜନିତ ମୃତ୍ୟୁ, ଜାଣନ୍ତୁ କେଉଁ ଅଞ୍ଚଳର …

ଭୁବନେଶ୍ୱର() ରାଜ୍ୟରେ ଆଜି ଆଉ ୪ଜଣଙ୍କ କରୋନା ଜନିତ ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି । ଏହାସହ ଓଡ଼ିଶାରେ କରୋରେ ମୃତ୍ୟୁ ସଂଖ୍ୟା ୫୨ରେ ପହଞ୍ଚିଛି । ମୃତ୍ୟୁ ହୋଇଥିବା ୪ ଜଣଙ୍କ ମଧ୍ୟରୁ ଗଞ୍ଜାମର ୩ ଓ ଭଦ୍ରକରୁ ଜଣେ କରୋନା ଜନିତ ମୃତ୍ୟୁ ହୋଇଛି । ଗଞ୍ଜାମରେ ୩୦ ରେ ପହଞ୍ଚିଲା କରୋନା…

ଆଉ ୫୭୭ ଆକ୍ରାନ୍ତ ଚିହ୍ନଟ, ୧୬୧ ଲୋକାଲ କେସ

ଭୁବନେଶ୍ୱର() ଆଜି ରାଜ୍ୟରେ ୨୨ ଜିଲ୍ଲାରୁ ୫୭୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି । ସେମଧ୍ୟରୁ ୪୧୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ହୋଇଥିବା ବେଳେ ଆଉ ୧୬୧ ହେଉଛନ୍ତି ସ୍ଥାନୀୟ ବାସିନ୍ଦା । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୧୪୯୮୭ ଜଣଙ୍କ ଟେଷ୍ଟ ସାରିଥିବା ବେଳେ ସେଥିମଧ୍ୟରୁ ୧୧୨୦୧…