‘ଓଡ଼ିଶାରେ ଅସୁରକ୍ଷିତ ମହିଳା, ଶୋଇଛନ୍ତି ସରକାର’
ଦିଲ୍ଲୀରେ ଉଠିଲା ଓଡ଼ିଶା ପ୍ରସଙ୍ଗ । ଓଡ଼ିଶାରେ ମହିଳା ଏବଂ ଶିଶୁ ଅସୁରକ୍ଷିତ । ରାଜ୍ୟରେ ଜଳୁଛନ୍ତି ମହିଳା, ଦେଖୁଛନ୍ତି ସରକାର । ଓଡିଶାର ବିଜେପି ସରକାର କୁମ୍ଭକର୍ଣ୍ଣ ନିଦ୍ରାରେ ଶୋଇଥିବା ନେଇ ପୁଣି ଥରେ ଅଭିଯୋଗ ଆଣି ଆଜି ସଂସଦ ବାହାରେ ପ୍ରତିବାଦ କରିଛନ୍ତି ବିଜେଡି ସାଂସଦ । ବର୍ଷାରେ!-->…
