ନକଲି ଆରଟିଓ ଗିରଫ
ଭୁବନେଶ୍ବର : ନକଲି ଆରଟିଓ କରୁଥିଲେ ଫାଇନ ଆଦାୟ। ସୋସିଆଲ ମିଡିଆରେ ଭିଡିଓ ଭାଇରାଲ ହେବା ପରେ ଗିରଫ କରିଛି କମିଶନରେଟ ପୋଲିସ। ସୂଚନା ମୁତାବକ ଦୁଇ ଜଣ ଯୁବକ ନିଜକୁ ଆରଟିଓ ଦର୍ଶାଇ ନୟାପଲ୍ଲୀ ଫ୍ଲାଏ ଓଭର ଉପରେ ମାଲ ବୋଝେଇ ଟ୍ରକମାନଙ୍କଠାରୁ ଫାଇନ ଆଦାୟ କରୁଥିଲେ। ଯାହାର ଭିଡିଓକୁ କିଛି…
