ଆଜି ପବିତ୍ର ଅକ୍ଷୟ ତୃତୀୟା: ଚାଷୀ କରିବେ ଅଖିମୁଠି ଅନୁକୂଳ, ପୁରାଣରେ କ’ଣ ରହିଛି ଅକ୍ଷୟ ତୃତୀୟାର ମହତ୍ତ୍ବ
ଆଜି ପବିତ୍ର ଅକ୍ଷୟ ତୃତୀୟା । ବୈଶାଖ ମାସ ଶୁକ୍ଳପକ୍ଷ ତୃତୀୟାକୁ ଅକ୍ଷୟ ତୃତୀୟା ବୋଲି କୁହାଯାଏ । ଏହି ଦିନ ଚାଷୀ ଅଖିମୁଠି ଅନୁକୂଳ କରିଥା’ନ୍ତି । ତେଣୁ ଏହାକୁ କୃଷିଭିତ୍ତିକ ପର୍ବ ବା କୃଷକଙ୍କ ପର୍ବ ବୋଲି କୁହାଯାଏ । ଚାଷୀ ଆଜି ନିଜ ବିଲରେ ଅଖିମୁଠି ବିହନ ବୁଣି ମା’ଲକ୍ଷ୍ମୀଙ୍କ!-->…
