ଦଳାଚକଟା ଘଟଣାରେ ବଡ଼ କାର୍ଯ୍ୟାନୁଷ୍ଠାନ, ବଦଳିଲେ ପୁରୀ ଜିଲ୍ଲାପାଳ ଓ ଏସ୍ପି
ପୁରୀ ଶରଧାବାଲି ଅଘଟଣା ଘଟଣାରେ ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ । ବଦଳିଲେ ପୁରୀ ଜିଲ୍ଲାପାଳ ଓ ଏସ୍ପି । ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁଙ୍କ ସ୍ଥାନରେ ନୂଆ ଜିଲ୍ଲାପାଳ ହେଲେ ଚଞ୍ଚଲ ରାଣା । ସେହିପରି ଏସ୍ପି ଭିନୀତ୍ ଅଗ୍ରୱାଲଙ୍କ ସ୍ଥାନରେ ନୂଆ ଏସ୍ପି ଭାବେ!-->…
